E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଳାହାଣ୍ଡି, ରାଜ୍ୟ

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
9:09 pmJune 21, 2021June 28, 2021

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି।

ଅଭିଯୁକ୍ତ ଯୁବକ ଦୁର୍ଜ ପଟେଲଙ୍କ ସହିତ ଯୁବତୀଙ୍କ ପ୍ରେମ ସମ୍ପର୍କ ରହିଥିଲା। ଦୁର୍ଜ ଯୁବତୀକୁ ବିବାହର ପ୍ରତିଶ୍ରୁତି ଦେଇଥିଲେ। ଗତ ୧୭ ତାରିଖ ରାତ୍ରିରେ ସେ ଯୁବତୀଙ୍କ ଘରକୁ ଆସି ବଳାତ୍କାର କରିଥିଲେ। ଯୁବତୀଙ୍କ ପରିବାର ଲୋକେ ଏହା ଜାଣି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଗୋଲାମୁଣ୍ଡା ଥାନା ପୋଲିସ ଏକ ବଳାତ୍କାର ମାମଲା(ନଂ.୭୪/୨୦୨୧) ରୁଜୁ କରି ତଦନ୍ତ କରିଥିଲା। ପୋଲିସ ଉଭୟଙ୍କ ଡାକ୍ତରୀମାଇନା କରାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଳାହାଣ୍ଡି, ରାଜ୍ୟ View All

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ

ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ...

ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ...

କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍‌ଦାର ଯାଞ୍ଚ

ବୁଗୁଡ଼ା,୧୩ା୬(ଡି.ଏନ୍‌.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର...

ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।...

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍‌ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି...

ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ

ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
Next Post Next post:
ପୁଅର ମୃତଦେହ ଛୁଇଁଲେନି ବାପା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts