E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା
8:32 amJune 22, 2021

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ କରୋନା ଭାଇରସ୍‌ ପ୍ରୋଟୋକଲ ଉଲ୍ଲଂଘନ କଥା ଚିଲି ସ୍ବୀକାର କରିଛି। ଚିଲି ଦଳରେ କେତେଜଣ ଖେଳାଳି ନିୟମାବଳୀ ଉଲ୍ଲଂଘନ କରିଛନ୍ତି। ବ୍ରାଜିଲର କୁଇଆବା ସହରରେ ଖେଳାଳିଙ୍କ ଟିମ୍‌ ହୋଟେଲକୁ ଜଣେ ଚୁଟି କଟାଳି ଆସିଥିଲେ। ତେଣୁ ଚିଲି ଫୁଟବଲ ଫେଡେରେଶନ ଏ ନେଇ ଏକ ବିଜ୍ଞପ୍ତି ଜାରି କରିଛି। କୋପା ଆମେରିକାରେ ହେଲ୍‌ଥ ବବଲ ଉଲ୍ଲଂଘନ ନେଇ ଫେଡେରେଶନ ସ୍ବୀକାର କରି ଏହି ବିଜ୍ଞପ୍ତି ଜାରି କରିଛି। ଚୁଟି କଟାଳିଙ୍କ ଅବାଞ୍ଛିତ ପ୍ରବେଶ ଦୁର୍ଭାଗ୍ୟଜନକ ବୋଲି କୁହାଯାଇଛି। ସମ୍ପୃକ୍ତ ଚୁଟି କଟାଳିଙ୍କ ଆର୍‌ଟି-ପିସିଆର ଟେଷ୍ଟ ନେଗେଟିଭ ବୋଲି ଜଣାପଡିଥିଲେ ମଧ୍ୟ ନିୟମର ଉଲ୍ଲଂଘନ ହୋଇଛି ବୋଲି କୁହାଯାଇଛି। ତେବେ ଏହି ମାମଲରେ କେଉଁ ଖେଳାଳିମାନେ ସାମିଲ ଅଛନ୍ତି ସେ ନେଇ କିଛି କୁହାଯାଇନାହିଁ। ପ୍ରଥମ ପ୍ରୋଟୋକଲ ଉଲ୍ଲଂଘନ ପାଇଁ ୧୫ ହଜାର ଆମେରିକୀୟ ଡଲାର ଜରିମାନ ଧାର୍ଯ୍ୟ କରାଯାଇଛି। ଗ୍ରୁପ୍‌ ଏ’ରେ ଚିଲି ଓ ଆର୍ଜେଣ୍ଟିନ ଦୁଇଟି ମ୍ୟାଚ୍‌ ଖେଳି ୪ ଲେଖାଏ ପଏଣ୍ଟ ହାସଲ କରି ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ଚିଲି ସୋମବାର ଉରୁଗୁଏକୁ ଭେଟିବ। ଏହି ମ୍ୟାଚ୍‌ ଜିତିଲେ ଚିଲି ନକ୍‌ ଆଉଟ୍‌କୁ ଉଠିବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲୀୟ ଲେଗ ସ୍ପିନର ଆଦାମ ଜାମ୍ପା ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହାଟୀ ଲେ ପାଲମେରଙ୍କୁ ବିବାହ କରିଛନ୍ତି। ଗତ...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

ସ୍ପେନ୍‌- ସ୍ବିଡେନ ମ୍ୟାଚ୍‌ ଗୋଲ ଶୂନ୍ୟ

ସେଭିଲେ,୧୬।୬: ୟୁରୋକପ୍‌ରେ ଗ୍ରୁପ୍‌ ଇ’ରେ ସୋମବାର ସ୍ପେନ୍‌ ଓ ସ୍ବିଡେନ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଶେଷ ହେବା...

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ...

୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ବାହାରିଲା ଭାରତୀୟ ଦଳ

ମୁମ୍ବାଇ,୩।୬: ଭାରତୀୟ ପୁରୁଷ କ୍ରିକେଟ ଦଳ ୧୦୪ ଦିନିଆ ଇଂଲଣ୍ଡ ଗସ୍ତରେ ଗୁରୁବାର ବାହାରିଛି। ଉଭୟ ମହିିଳା ଏବଂ ପୁରୁଷ ଦଳ ଏକ ଗସ୍ତରେ ଯାଇଛନ୍ତି।...

ଟପ୍‌ ସିଡ୍‌ ମନ୍‌ଫିଲ୍ସକୁ ହରାଇଲେ ପର୍ସେଲ

ଇଷ୍ଟବୋର୍ନ(ୟୁକେ),୨୫ା୬(ଏପି)- ଏଠାରେ ଚାଲିଥିବା ଭାଇକିଂ ଇଣ୍ଟରନ୍ୟାଶନାଲ ଗ୍ରାସ୍‌କୋର୍ଟ ଟେନିସ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ମାକ୍ସ ପର୍ସେଲ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ୨୮୩ ର଼୍ୟାଙ୍କିଙ୍ଗପ୍ରାପ୍ତ ଏହି ଖେଳାଳି ଟପ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭେନିଜୁଏଲା- ଇକ୍ୱେଡର ମ୍ୟାଚ୍‌ ଡ୍ର
Next Post Next post:
ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts