E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ବେଙ୍ଗାଲୁରୁ ଏଫ୍‌ସି ପାଇଁ ଆଉ ୨ ବର୍ଷ ଖେଳିବେ ଛେତ୍ରୀ
8:36 amJune 22, 2021

ବେଙ୍ଗାଲୁରୁ, ୨୨ା୬ (ପି.ଟି.)- ଭାରତୀୟ ଫୁଟ୍‌ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ବେଙ୍ଗାଲୁରୁ ଏଫ୍‌ସି ସହିତ ତାଙ୍କ ଚୁକ୍ତି ମିଆଦକୁ ଆହୁରି ୨ ବର୍ଷ ବୃଦ୍ଧି କରିଛନ୍ତି। ଫଳରେ ସେ ଏହି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ସହ ୨୦୨୩ ପର୍ଯ୍ୟନ୍ତ ରହିବେ। ୩୬ ବର୍ଷୀୟ ଛେତ୍ରୀ ୨୦୧୩ରେ ବେଙ୍ଗାଲୁରୁ ଏଫ୍‌ସିରେ ଯୋଗ ଦେଇଥିଲେ। କ୍ଲବ ତରଫରୁ ୮ ସିଜନରେ ସେ ୨୦୩ ମ୍ୟାଚ ଖେଳି ୧୦୧ ଗୋଲ ସ୍କୋର କରିଛନ୍ତି। ଏହି ସମୟ ମଧ୍ୟରେ ସେ ଗୋଲ ସ୍କୋରଂ ତାଲିକାରେ ଶୀର୍ଷ ସ୍ଥାନରେ ରହି ଆସିଛନ୍ତି। ୬ଥର ଏଆଇଏଫ୍‌ଏଫ୍‌ ପ୍ଲେୟର ଅଫ୍‌ ଦି ଇୟର ବିବେଚିତ ଛେତ୍ରୀ ତାଙ୍କ କ୍ଲବ ସହ ୨୦୧୩ରେ ଆଇ-ଲିଗ୍‌ ଟାଇଟଲ ଜିତିଥିଲେ। ପୁନଶ୍ଚ ସେ ଫେଡେରେଶନ କପ୍‌ (୨୦୧୫, ୨୦୧୭), ଇଣ୍ଡିଆନ ସୁପର ଲିଗ୍‌ (୨୦୧୮-୧୯) ଏବଂ ସୁପର କପ୍‌ (୨୦୧୮) ସମେତ ୫ ଅଧିକ ଟ୍ରଫି ହାସଲ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍‌ ସାଥୀ ଖେଳାଳି କରିଦେଲେ ଫିକା

ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...

କୋଚ୍‌ ଟୁଚେଲଙ୍କ କାର୍ଯ୍ୟକାଳ ବଢ଼ାଇଲା ଚେଲସି

ଲଣ୍ଡନ,୫।୬: ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ହାସଲ କରିବା ପରେ ଚେଲସି କୋଚ୍‌ ଥୋମାସ ଟୁଚେଲଙ୍କୁ ପୁରସ୍କୃତ କରିଛି। ଚେଲ୍‌ସି ଶୁକ୍ରବାର ଟୁଚେଲଙ୍କ କାର୍ଯ୍ୟକାଳ ୨୦୨୪କୁ ବୃଦ୍ଧି...

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା...

ଫାଇନାଲ ପୂର୍ବରୁ ଏମିତି କହିଲେ ନ୍ୟୁଜିଲାଣ୍ଡ ଅଧିନାୟକ: ସମସ୍ତେ କରିବେ ପ୍ରଶଂସା

ଲଣ୍ଡନ,୧୮।୬: ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଜଣେ ଭଲ ବ୍ୟାଟ୍ସମ୍ୟାନ ତଥା ଜଣେ ଚମତ୍କାର ବ୍ୟକ୍ତି। ଡବ୍ଲୁଟିସି ଫାଇନାଲ ପୂର୍ବରୁ, କେନ ୱିଲିୟମ୍ସନ ପୁଣି ଥରେ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜୋକୋଭିଚ୍‌-ବେରେଟିନି କ୍ୱାର୍ଟର ଫାଇନାଲ

ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌। ୪ର୍ଥ ରାଉଣ୍ଡରେ...

ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ।...

ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା

ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍‌ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ
Next Post Next post:
ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts