ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍ ଡିଭିଜନ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଫଳରେ ସେ ପ୍ରଥମ ଟ୍ରାନ୍ସଜେଣ୍ଡର ଆଥଲେଟ୍ଭାବେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାର ସୌଭାଗ୍ୟ ଲାଭ କରିବେ। ହୁବାର୍ଡଙ୍କୁ ବର୍ତ୍ତମାନ ୪୩ ବର୍ଷ ବୟସ। ଗେମ୍ସରେ ସେ ସବୁଠାରୁ ବୟସ୍କା ଭାରୋତ୍ତୋଳିକା ବିବେଚିତ ହେବେ। ଅଗଷ୍ଟ ୨ ବେଳକୁ ମହିଳା ୮୭ କେଜି (୧୯୨ ପାଉଣ୍ଡ)ରୁ ଊର୍ଦ୍ଧ୍ୱ କାଟାଗୋରି ପ୍ରତିଯୋଗିତା ପାଇଁ ର଼୍ୟାଙ୍କିଙ୍ଗ ତାଲିକାର ଚତୁର୍ଥ ସ୍ଥାନରେ ରହିବେ। ହୁବାର୍ଡ ୨୦୧୭ ବିଶ୍ୱଚାମ୍ପିୟନଶିପ୍ରେ ରୌପ୍ୟ, ସାମୋଆରେ ୨୦୧୯ ପ୍ୟାସିଫିକ୍ ଗେମ୍ସରେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ୨୦୧୮ରେ ସେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିଲେ। କିନ୍ତୁ ଆଘାତପ୍ରାପ୍ତ ହେବାରୁ ତାଙ୍କ କ୍ୟାରିୟରରେ ବାଧା ସୃଷ୍ଟି ହୋଇଥିଲା।
ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ
ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା...
୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍ କ୍ୟାରିୟର୍
ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି...
ୟୁରୋ କପ୍ରେ ଅଘଟଣ: ଖେଳାଳି ବେହୋସ୍
କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍ବଲ ଚାମ୍ପିୟନଶିପ୍ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍ ବେହୋସ ହୋଇ...
ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍: ଦ୍ୱିଶତକ ମାରିଲେ ମାଲାମାଲ୍
ଭାରତୀୟ କ୍ରିକେଟ୍ କଣ୍ଟ୍ରେଲ୍ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...
ଅଭ୍ୟାସ ପାଇଁ ସମୟ ନ ଥିବାରୁ ଚିନ୍ତିତ ନୁହେଁ : କୋହଲି
ମୁମ୍ବାଇ,୨।୬ : ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ। ଏଥି ପୂର୍ବରୁ ଅଭ୍ୟାସ...
ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍ରେ ଚୟନକୁ ନେଇ ଏଭଳି…
ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର...
ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ
ଭାରତୀୟ ଓପନର୍ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ...
ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍ ସାଥୀ ଖେଳାଳି କରିଦେଲେ ଫିକା
ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ।...


