E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ
9:42 amJune 22, 2021

ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। ଏଥି ସହିତ ନିକଟରେ ଅର୍ଜୁନ କପୁର ନିଜ ହାତରେ ‘ଏ’ ନାମକ ଏକ ଟାଟୁ କରିଛନ୍ତି। ଯାହାର ଏକ ଭିଡିଓ ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି।
ଅର୍ଜୁନ କପୁର ତାଙ୍କ ଭଉଣୀ ଅଂଶୁଳା କପୁରଙ୍କ ନାଁ ‘ଏ’ ଟାଟୁ କରିଛନ୍ତି। ଅର୍ଜୁନଙ୍କ ଏହି ପୋଷ୍ଟରେ କ୍ୟାପଶନ୍‌ ଦେଇ କହିଛନ୍ତି ଅଂଶୁଳା ‘ଲଭ ୟୁ’। ଏହା ସ୍ପଷ୍ଟ ଭାବରେ ଦର୍ଶାଉଛି ଯେ ଅର୍ଜୁନ ନିଜ ଭଉଣୀଙ୍କୁ କେତେ ଭଲ ପାଆନ୍ତି। ଅର୍ଜୁନ ବଲିଉଡରେ ଏକ ଦଶନ୍ଧି ପୂରଣ କରିଛନ୍ତି। ଅର୍ଜୁନ ୨୦୧୨ରେ ଫିଲ୍ମ ‘ଇଶ୍କ୍‌ଜାଦେ’ରୁ ଅଭିନୟ କ୍ୟାରିୟର୍‌ ଆରମ୍ଭ କରିଥିଲେ। ପ୍ରଥମେ ତାଙ୍କ ପିତାଙ୍କ ପ୍ରଡକ୍ସନ୍ସ ନୋ ଏଣ୍ଟ୍ରି ଏବଂ ୱାଣ୍ଟେଡରେ ସହଯୋଗୀ ପ୍ରଡ୍ୟୁସର ଭାବରେ କାର୍ଯ୍ୟ କରିଥିଲେ। ଅର୍ଜୁନ ‘ଗୁଣ୍ଡା’, ‘ଟୁ-ଷ୍ଟେଟ୍ସ, ‘ଫାଇଣ୍ଡିଙ୍ଗ୍‌ ଫ୍ୟାନି’, ‘କି ଆଣ୍ଡ କା’, ‘ତେଭର୍‌’ରେ ଅଭିନୟ କରିଛନ୍ତି। ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ସନ୍ଦୀପ ଅର ପିଙ୍କି ଫରାର’ରେ ଦୃଢ ଅଭିନୟ ପାଇଁ ଅର୍ଜୁନ କପୁରଙ୍କୁ ପ୍ରଶଂସା କରାଯାଇଥିଲା। ନେଟଫ୍ଲିକ୍ସରେ ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ସର୍ଦ୍ଦାର କା ଗ୍ରାଣ୍ଡ୍‌ସନ୍‌’ରେ ମଧ୍ୟ ଅଭିନୟ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ହନିମୁନ୍‌ରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଏମିତି କରିବାକୁ କହିଥିଲେ ସ୍ବାମୀ

୯୦ ଦଶକରେ କପୁର ପରିବାରର ଝିଅ କରିସ୍ମା କପୁର ଶ୍ରେଷ୍ଠ ଅଭିନେତ୍ରୀ ଆଖ୍ୟା ପାଇଥିଲେ। ଯେପର୍ଯ୍ୟନ୍ତ ସେ ବଲିଉଡରେ ଥିଲେ, ପରଦାରେ ପ୍ରାଧାନ୍ୟ ବିସ୍ତାର କରିଥିଲେ।...

କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍‌ଷ୍ଟୋରୀ: କେହି ବି ଟେର୍‌ ପାଇଲେନି; ଶୁଟିଂ ସେଟ୍‌ରୁ…

ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ...

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

ନିର୍ବନ୍ଧ ପରେ ବି ଏହି ବ୍ୟକ୍ତିଙ୍କ ପାଇଁ କରିଶ୍ମା-ଅଭିଷେକଙ୍କ ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିର ସେଲିବ୍ରିଟିଙ୍କ ପ୍ରୋଫେସନାଲ ହେଉ କି ପର୍ସନାଲ ଲାଇଫ୍‌ ବିଷୟରେ ଜାଣିବା ପାଇଁ ସମସ୍ତେ ଉତ୍ସୁକ ରହିଥାନ୍ତି। ବଲିଉଡ୍‌ରେ ଏଭଳି କିଛି ସେଲିବ୍ରିଟି...

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ...

ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କରନ୍‌ ଜୋହରଙ୍କ ରହିଥିଲା ପ୍ରେମ ସମ୍ପର୍କ ! ଦୁଇ ବର୍ଷ ଧରି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଖାସ ସେଥିପାଇଁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କଥା ଲୋକଲୋଚନକୁ ଆସିଯାଇଥାଏ। ସେଥିରୁ କିଛି ଗୁଜବ ମଧ୍ୟ...

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର
Next Post Next post:
ସ୍ପେସ୍‌ ଷ୍ଟେଶନରେ ସୋଲାର ପ୍ୟାନେଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts