E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ସ୍ପେସ୍‌ ଷ୍ଟେଶନରେ ସୋଲାର ପ୍ୟାନେଲ
9:43 amJune 22, 2021

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ ସମ୍ବନ୍ଧୀୟ କାର୍ଯ୍ୟ ନିମନ୍ତେ ବିଦ୍ୟୁତ୍‌ ଯୋଗାଇବା ସହିତ ସ୍ପେସ୍‌ ଷ୍ଟେଶନର ବିଭିନ୍ନ କାମରେ ସହାୟତା କରିବ। ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ମହାକାଶଚାରୀ ଶେନ୍‌ କିମ୍‌ବ୍ରୋ ଏବଂ ୟୁରୋପୀୟ ସ୍ପେସ୍‌ ଏଜେନ୍ସି(ଇଏସ୍‌ଏ)ର ଥୋମାସ୍‌ ପେସ୍‌କ୍ୱୁଏଟ ଚଳିତବର୍ଷ ସେମାନଙ୍କ ୮ମ ସ୍ପେସ୍‌ଓ୍ବାକ୍‌ରେ ବାହାରି ସଫଳତାର ସହ ଷ୍ଟେଶନର ବ୍ୟାକ୍‌ବୋନ୍‌ ଟ୍ରସ୍‌ ଷ୍ଟ୍ରକଚର (ପି୬)ର ବାମ ପାର୍ଶ୍ୱରେ ସୋଲାର ଆରେ ଇନ୍‌ଷ୍ଟଲ କରିଛନ୍ତି। ଏହି ସୋଲାର ଆରେ ଚଳିତ ମାସରେ ସ୍ପେସ୍‌ଏକ୍ସର ଡ୍ରାଗନ୍‌ ସ୍ପେସ୍‌କ୍ରାଫ୍ଟ ଦ୍ୱାରା ଆଇଏସ୍‌ଏସ୍‌କୁ ପଠାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍‌ ସହରରେ କରୋନା ଭାକ୍ସିନ୍‌ର ୨ ଡୋଜ୍‌ ନେବା ପରେ...

ଭାକ୍ସିନ୍‌ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍‌…

ଜେରୁଜେଲମ୍‌,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ  ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍‌ ପଠାଇବାକୁ ଇସ୍ରାଏଲ୍‌ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍‌ କିଛି ଦିନ ପରେ...

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ...

ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା...

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ
Next Post Next post:
ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts