E-Paper
  • logo
  • Sunday 5th April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌: ୬୧ ବର୍ଷ ପରେ କଲେ ଏମିତି କାରନାମା
10:05 amJune 22, 2021

ସେଣ୍ଟ ଲୁସିଆ,୨୨।୬: ସେଣ୍ଟ ଲୁସିଆରେ ଖେଳାଯାଉଥିବା ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବାମହାତୀ ସ୍ପିନର କେଶବ ମହାରାଜ ଇତିହାସ ସୃଷ୍ଟି କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷରେ ମହାରାଜ ଏକ ଚମତ୍କାର ହ୍ୟାଟ୍ରିକ ନେଇଥିଲେ। ସେ କେବଳ ଦ୍ୱିତୀୟ ଦକ୍ଷିଣ ଆଫ୍ରିକୀୟ ବୋଲର ଯିଏକି ଟେଷ୍ଟ ହ୍ୟାଟ୍ରିକ ନେଇଛନ୍ତି। ସେ ପ୍ରଥମ ଦକ୍ଷିଣ ଆଫ୍ରିକୀୟ ସ୍ପିନର ଯିଏକି ଟେଷ୍ଟ ମ୍ୟାଚରେ ହ୍ୟାଟ୍ରିକ ନେଇଥିଲେ। କେଶବ ମହାରାଜ କ୍ରମାଗତ ତିନିଟି ବଲରେ କିରାନ ପାୱେଲ, ଜେସନ ହୋଲ୍ଡର ଏବଂ ଜୋଶୁଆ ଡା ସିଲଭାଙ୍କୁ ଆଉଟ୍‌ କରି ହ୍ୟାଟ୍ରିକ ନେଇଥିଲେ। ୱେଷ୍ଟଇଣ୍ଡିଜ ଇନିଂସର ୩୭ତମ ଓଭରରେ କେଶବ ମହାରାଜ ହ୍ୟାଟ୍ରିକ ନେଇଥିଲେ। ୩୭ ତମ ଓଭରର ତୃତୀୟ ବଲରେ ମହାରାଜ କିରଣ ପାୱେଲଙ୍କ ଉଇକେଟ ନେଇଥିଲେ। ପରବର୍ତ୍ତୀ ବଲରେ ମହାରାଜ ମଧ୍ୟ ଜେସନ ହୋଲଡରଙ୍କୁ ଏବଂ ଷଷ୍ଠ ବଲ୍‌ରେ ଜୋଶୁଆ ଡା ସିଲଭାଙ୍କୁ ଆଉଟ୍‌ କରିଥିଲେ। ୬୧ ବର୍ଷ ପରେ ଦକ୍ଷିଣ ଆଫ୍ରିକାର କୌଣସି ବୋଲର ଟେଷ୍ଟରେ ହ୍ୟାଟ୍ରିକ ନେଇଛନ୍ତି।
କେଶଭ ମହାରାଜ ହେଉଛନ୍ତି ଦକ୍ଷିଣ ଆଫ୍ରିକାର ପ୍ରଥମ ସ୍ପିନର ଯିଏ ଟେଷ୍ଟରେ ହ୍ୟାଟ୍ରିକ ନେବାରେ ସଫଳତା ହାସଲ କରିଛନ୍ତି। ସେ ଦ୍ୱିତୀୟ ଦକ୍ଷିଣ ଆଫ୍ରିକୀୟ ବୋଲର ଯିଏକି ଟେଷ୍ଟରେ ଏହି ସଫଳତା ହାସଲ କରିଛନ୍ତି । ୬୧ ବର୍ଷ ପୂର୍ବେ ଦ୍ରୁତ ବୋଲର ଜୋଫ୍‌ ଗ୍ରିଫିନ ହ୍ୟାଟ୍ରିକ ନେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ

ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ...

ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ

ଭୁବନେଶ୍ୱର(ସ୍ପୋଟର୍‌ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ...

ଫର୍ମରେ ଥାଇ ମଧ୍ୟ ଡବ୍ଲୁଟିସି ଫାଇନାଲରୁ ବାଦ୍‌ ପଡିଲେ ଏହି ୫ ଖେଳାଳି

ଲଣ୍ଡନ,୧୬।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଭାରତ ୧୫ ଜଣିଆ ଦଳ ଘୋଷଣା କରିଛି। ଦଳରେ ଇଂଲଣ୍ଡ ଗସ୍ତରେ ଯାଇଥିବା ୨୦ ଖେଳାଳିଙ୍କ ମଧ୍ୟରୁ...

ଘରୋଇ କ୍ରିକେଟରେ କେନ୍ଦ୍ରୀୟ ଚୁକ୍ତି ଲାଗୁ ନେଇ ଦାବି

ନୂଆଦିଲ୍ଲୀ,୩।୬(ପି.ଟି.): କୋଭିଡ୍‌-୧୯ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଘରୋଇ କ୍ରିକେଟରଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ଷତିପୂରଣ ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦିଓ...

ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିବା ମାମଲା: କ୍ରୀଡ଼ାର ନୂଆ ସୋପାନରେ ଓସାକା

ପ୍ୟାରିସ୍‌,୩।୬(ଏପି): କ୍ରୀଡ଼ାରେ ଇଞ୍ଜୁରି ନେଇ ଆଥ୍‌ଲେଟମାନେ ଖୋଲାଖୋଲି ନିଜର ମତ ରଖିଥାନ୍ତି। ତେବେ ମାନସିକ ସ୍ବାସ୍ଥ୍ୟ ନେଇ କେହି ଆଥ୍‌ଲେଟ କୌଣସି ଇଭେଣ୍ଟରୁ ଓହରିବା ସମ୍ପୂର୍ଣ୍ଣ...

ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…

ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍‌ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।...

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ...

କେବେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ କହିବେ ବାଏ ବାଏ; ଅଶ୍ୱିନଙ୍କ କଲେ ଖୁଲାସା

ସାଉଥମ୍ପଟନ,୨୦।୬: ଭାରତର ଭେଟେରାନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏବେ ଇଂଲଣ୍ଡରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଡବ୍ଲୁଟିସି ଫାଇନାଲ ଖେଳୁଛନ୍ତି। ଏହି ସମୟରେ ସେ ନିଜ ସନ୍ୟାସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା
Next Post Next post:
ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts