ଅଷ୍ଟ୍ରେଲୀୟ ଲେଗ ସ୍ପିନର ଆଦାମ ଜାମ୍ପା ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହାଟୀ ଲେ ପାଲମେରଙ୍କୁ ବିବାହ କରିଛନ୍ତି। ଗତ ସପ୍ତାହରେ ଉଭୟ ବିବାହ କରିଥିଲେ ଏବଂ ଏବେ ବିବାହ ଫଟୋ ଭାଇରାଲ ହୋଇଛି। ହାଟୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ବିବାହ ଫଟୋ ଶେୟାର କରିଛନ୍ତି। ଆଦାମ ଜାମ୍ପା ଏବଂ ହାଟୀଙ୍କ ବିବାହ ଦୁଇଥର ସ୍ଥଗିତ ରହିଥିଲା। ଏହାର କାରଣ ଥିଲା କରୋନା। କିନ୍ତୁ ଶେଷରେ ଉଭୟଙ୍କ ହାତ ଗଣ୍ଠି ପଡିଛି।
ଜାମ୍ପା ଏବଂ ହାଟୀ ପାଲମେର୍ ଦୀର୍ଘ ସମୟ ଧରି ପ୍ରେମ ସମ୍ପର୍କ ରଖିଥିଲେ। ଉଭୟ ପ୍ରାୟତଃ ଭ୍ରମଣରେ ଯାଆନ୍ତି। ୨୦୧୭ରେ ଜାମ୍ପା ପୁଣେ ସୁପରଜିଆଣ୍ଟ ଦଳର ଅଂଶ ଥିବାବେଳେ ହାଟୀ ତାଙ୍କ ସହ ଭାରତ ଆସିଥିଲେ।
ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍ କରିବା ପାଇଁ ସୋନୁ ସୁଦ୍ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ଶିପ୍ର ଫଶଇନାଲ୍ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଶ୍ରେଷ୍ଠ ବୋଲର ଅଶ୍ୱିନ
ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...
କୋପା ଆମେରିକା ଫୁଟ୍ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍ ଡ୍ର
ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍ ଫୁଟ୍ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ...
୨୮ ବର୍ଷ ବୟସରେ ଅବସର ନେଲେ ଭାରତୀୟ କ୍ରିକେଟର
ମୁମ୍ବାଇ, ୧।୬: ସୁଯୋଗ ଅଭାବରୁ ୨୮ ବର୍ଷ ବୟସରେ ସମିତ ପଟେଲ ଭାରତୀୟ କ୍ରିକେଟରୁ ଅସବର ନେଇଛନ୍ତି। ୨୦୧୨ରେ ତାଙ୍କ ପ୍ରତିନିଧିତ୍ୱରେ ୧୯ ବର୍ଷରୁ କମ୍...
ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ
ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ପରାସ୍ତ ହେଲା ଟିମ୍ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ...
୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍
ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ...
ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ
ଭୁବନେଶ୍ୱର(ସ୍ପୋଟର୍ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ...
ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା
ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି...


