ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍ ଲୋକସଭା ଆସନ ଏମ୍ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ ଦାବି କରାଯାଇଛି। ଭାଜପା ଏମ୍ପି ସଂଘମିତ୍ରା ମୌର୍ଯ୍ୟ ଏନେଇ ଦାବି କରିଛନ୍ତି। ନୁସରତଙ୍କ ଆଚରଣ ସାମାଜିକ ମର୍ଯ୍ୟାଦାକୁ କ୍ଷୁର୍ଣ୍ଣ କରୁଥିବା ସଂଘମିତ୍ରା ଅଭିଯୋଗ କରିଛନ୍ତି। ଏନେଇ ସଂଘମିତ୍ରା ଲୋକସଭା ବାଚସ୍ପତି ଓମ୍ ବିରଳାଙ୍କୁ ଚିଠି ଲେଖିଛନ୍ତି। ବିବାହ ସମ୍ପର୍କିତ ସୂଚନା ନେଇ ନୁସରତ ଭୋଟରଙ୍କୁ ଅନ୍ଧାରରେ ରଖିବା ସହିତ ସଂସଦର ଗାରିମାରେ କଳଙ୍କ ବୋଳି ଥିବା ସଂଘମିତ୍ରା ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ମାମଳାକୁ ସଂସଦର ଏଥିକ୍ସ୍ କିମିଟିକୁ ପଠାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏହା ସହିତ ଯାଞ୍ଚ୍ କରାଯାଇ ନୁସରତଙ୍କ ବିରୋଧରେ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।
ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ
ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...
ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ
ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ...
‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’
ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ...
ସୋସିଆଲ ମିଡିଆକୁ ଟାର୍ଗେଟ
ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍ ବର୍ଡର୍ସ (ଆର୍ଏସ୍ଏଫ୍) ମତରେ ବିଶ୍ୱ ପ୍ରେସ୍ ଫ୍ରିଡମ୍ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...
ଶୁଭେନ୍ଦୁଙ୍କଠାରୁ ହାର୍ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍ ୨୪ ଶୁଣାଣି
କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ...
ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା...
ସ୍ବତନ୍ତ୍ର ଟେନ୍ରେ କାନପୁର ଗସ୍ତରେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ...
ସ୍ଫୁଟନିକ୍ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍ ଇନ୍ଷ୍ଟିଚ୍ୟୁଟ
ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍ଷ୍ଟିଚ୍ୟୁଟ ପକ୍ଷରୁ...


