E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
11:12 amJune 22, 2021

ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮...

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ...

୧୭ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ...

୨୬ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ...

‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର...

ସଂକ୍ରମଣ କମ୍‌ ଦେଖାଇବାକୁ ଷଡ଼ଯନ୍ତ୍ର

ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ମଧ୍ୟ...

‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’

ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍‌ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯଥାର୍ଥ ନୁହେଁ, ଭୁଲ୍‌
Next Post Next post:
ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts