ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଦ୍ୱିତୀୟ ଲହର ଆସିବା ନେଇ ବହୁ ପୂର୍ବରୁ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଥିଲେ ମଧ୍ୟ ସରକାର ଏହାକୁ ଅଣଦେଖା କରିଥିଲେ। ଫଳରେ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ରାହୁଲ ଆୟୋଜିତ ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏବେ ଦେଶରେ ତୃତୀୟ ଲହର ଆସିବ ବୋଲି ବିଶେଷଜ୍ଞମାନଙ୍କପକ୍ଷରୁ ସତର୍କ ସୂଚନା ଜାରି କରିଛନ୍ତି। କେନ୍ଦ୍ର ସରକାର ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ବୋଲି ରାହୁଲ କହିଛନ୍ତି। ତୃତୀୟ ଲହର ପ୍ରସ୍ତୁତି ନେଇ ରାହୁଲ କଂଗ୍ରେସ ପକ୍ଷରୁ ଏକ ଶ୍ୱେତପତ୍ର ଜାରି କରିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ସ୍ବିସ୍ ବ୍ୟାଙ୍କ୍ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
ନୂଆଦିଲ୍ଲୀ,୧୭।୬: ସ୍ବିସ୍ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ...
ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ...
ଡେଲ୍ଟା ପ୍ଲସ୍ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ
ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...
ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଲା ପ୍ରଥମ ଜୀବନ…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍ର...
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ
ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...
ଏପ୍ରିଲ୍ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍…
ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ...
ମାଲକାନଗିରି ଜିଲାପାଳଙ୍କୁ କରୋନା
ମାଲକାନଗିରି,୨୦ା୬(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଓ୍ବାଇ...
ମଡେଲ ଟେନାନ୍ସି ଆଇନକୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଘରଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ...


