ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ ପରିବର୍ତ୍ତନ, ଉତ୍ତମ କାର୍ଯ୍ୟ ଓ ନୀତିନିୟମକୁ ସମ୍ମାନ ଦେଉଥିବାରୁ ଏମାନଙ୍କୁ ମୁକ୍ତ କରିବାକୁ ଚୟନ କରାଯାଇଛି। ଏହି ତାଲିକାରେ ଚୌଦ୍ୱାର, ବାଣପୁର, ସମ୍ବଲପୁର, ପୁରୀ, କୋରାପୁଟ, ବଲାଙ୍ଗୀର, କୋଟପାଡ, ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ ଭୁବନେଶ୍ୱର, ଢେଙ୍କାନାଳ ଜେଲରୁ ଜଣେ ଲେଖାଏ କଏଦୀ ରହିଥିବାବେଳେ ବାରିପଦା ଓ ବାଲେଶ୍ୱର ଜେଲରୁ ୨ ଜଣ ଲେଖାଏ ଏବଂ ବିଶାଖାପାଟଣାର ଭାଇଜାଗ ଜେଲରୁ ୩ଜଣ ଅଛନ୍ତି। ଏହି ୩ଜଣ ପ୍ରଥମେ ପାରଳାଖେମୁଣ୍ଡି ଜେଲରେ ସଜା କାଟୁଥିଲେ। ଅଭିଯୁକ୍ତଙ୍କ ଘର ବିଶାଖାପାଟଣା ହୋଇଥିବାରୁ ସେମାନଙ୍କୁ ପରବର୍ତ୍ତୀ ସମୟରେ ଭାଇଜାଗ ଜେଲକୁ ସ୍ଥାନାନ୍ତର ହୋଇଥିଲେ।
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍...
ଦାନା ଚିନ୍ତାରେ ଦୁଗ୍ଧଚାଷୀ
ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ...
ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ
ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ...
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ...
ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ...
ଓଡ଼ିଶାରେ ଡେଲଟା ପ୍ଲସ
ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ...
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...


