E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଅଧିକ ସଂଖ୍ୟାରେ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ହେବ
12:14 pmJune 22, 2021

ଭୁବନେଶ୍ୱର, ୨୨।୬(ବ୍ୟୁରୋ):ଓଡ଼ିଶାର ବିଭିନ୍ନ ଜିଲାରେ ଅଧିକ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଲାଗି ପିଏମ୍‌ଏଫ୍‌ଏମ୍‌ଇ ରାଜ୍ୟ କୋର୍‌ ଗ୍ରୁପ୍‌ ବୈଠକରେ ନିଷ୍ପତ୍ତି ହୋଇଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକ ପ୍ରାରମ୍ଭରେ ଆଇଏମ୍‌ଇଡିଏଫ୍‌ର ସ୍ବତ୍ୱାଧିକାରୀ ରମଣ ଥାପର ମୟୂରଭଞ୍ଜ ଜିଲାର ମୋହନପୁର ମ୍ୟାଜିକ୍‌ ମିଲେଟ୍‌ କ୍ଲଷ୍ଟରର ଏକ ରିପୋର୍ଟ ଉପସ୍ଥାପନ କରିଛନ୍ତି। ପ୍ରକଳ୍ପଟିରେ ସମୁଦାୟ ୯୮୦ ଚାଷୀ ଉପକୃତ ହେବେ ବୋଲି ପ୍ରାରମ୍ଭିକ ଆକଳନ କରାଯାଇଛି ା ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ମକାରୁ ଉତ୍ପାଦିତ ବିଭିନ୍ନ କ୍ଷୁଦ୍ର ଉଦ୍ୟୋଗ କ୍ଲଷ୍ଟର ନୂଆପଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରତିଷ୍ଠା ପାଇଁ ଆପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରଭାତ କୁମାର ରାଉଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା ସେହିପରି ଉତ୍ପାଦିତ ଦ୍ରବ୍ୟକୁ ଦେଶ ଭିତରେ ଓ ବାହାରେ ମାର୍କେଟିଂ କରିବା ଲାଗି ପ୍ରମୁଖ ସଚିବ ଗ୍ରୋଜିପ୍‌ ମାର୍କେଟିଂ ସଂସ୍ଥାର ଆନନ୍ଦ କୁମାର ମିଶ୍ରଙ୍କୁ ସହଯୋଗ କରିବାକୁ କହିଛନ୍ତି ା ଢେଙ୍କାନାଳ ଜିଲାରେ ଚନ୍ଦ୍ରଶେଖରପୁର ଚିନାବାଦାମ କ୍ଳଷ୍ଟର ୪୩୫.୧୭ ଲକ୍ଷ ଟଙ୍କା ବିନିଯୋଗରେ ପ୍ରତିଷ୍ଠା କରାଯାଇଛି। ଏଥିରେ ୭୭୦ ମହିଳା ଓ ୪୭୬ ପୁରୁଷ ସାମିଲ ହୋଇଛନ୍ତି ା ଗଜପତି ଜିଲାର ୪୪୦.୩୧ ଲକ୍ଷ ଟଙ୍କାରେ ପ୍ରତିଷ୍ଠିତ ପ୍ରକଳ୍ପ ଛେଳିଗଡ଼ ମେଜ୍‌ କ୍ଲଷ୍ଟର, ମଣିପୁର ରାଜ୍ୟର କାଙ୍ଗତାକପି ସପୁରି କ୍ଲଷ୍ଟର, ରାୟଗଡ଼ା ଜିଲା ଚାଟିକଣା ଏବଂ ଗଜପତି ଜିଲାରେ ପ୍ରତିଷ୍ଠା କରାଯିବା ପାଇଁ ବୈଠକରେ ଆଲୋଚନା ହୋଇଛି ା ହସ୍ତିକା ଉଦ୍ୟୋଗର ବିଶ୍ୱଜିତ୍‌ ସ୍ବାଇଁ କଦଳୀ ଗଛର ବିଭିନ୍ନ ଅଂଶରୁ ଉତ୍ପାଦିତ ବ୍ୟାଗ୍‌, ମ୍ୟାଟ୍‌ ଇତ୍ୟାଦି ଅନ୍‌ଲାଇନରେ ପ୍ରଦର୍ଶନ ସହ ବିଦେଶରେ ଏହାର ବଜାର ଚାହିଦା ଅଧିକ ଥିବା କହିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ...

ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ...

ଖୁବ୍‌ଶୀଘ୍ର ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍‌ସିବି ମେଡିକାଲରେ ଏକ୍‌ମୋ ଚିକିତ୍ସା ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍‌ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ସୁରକ୍ଷା କର୍ମୀଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୨ା୬(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ କଳ୍ପନା ଛକସ୍ଥିତ ଭଞ୍ଜକଳା ମଣ୍ଡପ ନିକଟ ୟୋଗିକ୍‌ ଜିମ୍‌ ସେଣ୍ଟର ପରିସରରୁ ମଙ୍ଗଳବାର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ...

‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚିଲିକାରୁ ଚୋରି ହେଉଛି ପାଣି
Next Post Next post:
ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts