E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ସାଗୁ ଖେଚୁଡ଼ି
12:36 pmJune 22, 2021June 27, 2021

ଆବଶ୍ୟକ ସାମଗ୍ରୀସାଗୁ- ୧କପ୍‌, ଆଳୁ- ୧ଟି (ବଡ), ବାଦାମ- ୧ କପ୍‌, କଞ୍ଚା ଲଙ୍କା- ୨ଟି, ଘିଅ- ୨ ଚାମଚ, ଆବଶ୍ୟକ ଅନୁସାରେ ତେଲ ଏବଂ ଲୁଣ।
ପ୍ରସ୍ତୁତି ପ୍ରଣାଳୀ
ସର୍ବପ୍ରଥମେ ସାଗୁକୁ କିଛି ଘଣ୍ଟା ପର୍ଯ୍ୟନ୍ତ ଭିଜାଇ ଦିଅନ୍ତୁ। ସାଗୁ ଭିଜିବା ପରେ ତାକୁ ପାଣିରୁ ଛାଣି ଦିଅନ୍ତୁ। ତେବେ ସାଗୁକୁ ଏତେ ଅଧିକ ସମୟ ଭିଜାନ୍ତୁ ନାହିଁ ଯାହାଫଳରେ ସାଗୁ ଅତ୍ୟଧିକ ନରମ ହୋଇ ମିଳେଇ ଯିବ। ଏହାପରେ ଆଳୁରୁ ଚୋପା ଛଡାଇ ତାକୁ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏବେ ବାଦାମ ମଞ୍ଜିକୁ କଡ଼େଇରେ ଭାଜି ବାହାର କରି ଦିଅନ୍ତୁ। ପୁଣି ଥରେ କଡ଼େଇକୁ ଚୁଲିରେ ବସାଇ ସେଥିରେ ଘିଅ ପକାଇ କଞ୍ଚାଲଙ୍କା ଓ ଆଳୁ ପକାଇ ଭାଜନ୍ତୁ। ଲୁଣ ପକାଇ ଆଳୁକୁ କିଛି ସମୟ ଘୋଡ଼ାଇ ଦିଅନ୍ତୁ। ଆଳୁ ସିଝିଗଲା ପରେ ସେଥିରେ ବାଦାମ ଭଜା ଓ ସାଗୁ ପକାଇ ଭଲଭାବେ ମିଶାଇ ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ସାଗୁ ଖେଚୁଡ଼ି। ଏଥିରେ ଧନିଆପତ୍ର ପକାଇ ପରଷି ଦିଅନ୍ତୁ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ପୁଦିନାର ଘରୋଇ ବ୍ୟବହାର

ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ.. – ପୁଦିନା ଓ...

ଧଳା କେଶ ପୁଣି ହେବ କଳା…

କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ।...

ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ

ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି...

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା...

କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ

ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ...

ବାଏ ବାଏ ବ୍ୟାକ୍‌ ପେନ୍‌

ବାଇକ୍‌ ଚଳାଇବାବେଳେ ଆଗକୁ ଝୁଙ୍କି ରହିବା ହେଉ କି ନୂଆ ସାଇକେଲ ଚାଳକଙ୍କ ବହୁତ ବାଟ ସାଇକେଲ ଚଳାଇବା। ଅବା ଆଜିକାର ଓ୍ବାର୍କ ଫ୍ରମ୍‌ ହୋମ୍‌...

ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, କୌଣସି କାର୍ଯ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍‌ ହେଲେ ମୁରଲିଥରନ୍‌…
Next Post Next post:
ପରିବାର ପାଇଁ ପରିବେଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts