E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଏମିତି ଛକା ମାରିଲେ କ୍ରିକେଟର୍‌, ନିଜର ହେଲା କ୍ଷତି
1:49 pmJune 22, 2021

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ଛକା ମାରିଲେ ବଲ ସୀମା ବାହାରେ ବସିଥିବା ଜଣେ ବ୍ୟକ୍ତିଙ୍କ ଉପରେ ପଡିବା ନୂଆକଥା ନୁହେଁ। କ୍ରିକେଟରେ ଏପରି ଅନେକ ଉଦାହରଣ ଅଛି। ଇଂଲଣ୍ଡର ୟର୍କସାୟାରରେ ଖେଳାଯାଇଥିବା ଏକ ସ୍ଥାନୀୟ କ୍ଲବ ମ୍ୟାଚରେ ମଧ୍ୟ ସମାନ ଘଟଣା ଘଟିଛି। କିନ୍ତୁ ଖେଳାଳି ଛକା ମାରି ନିଜ କାରର କାଚ ଭାଙ୍ଗିଥିଲେ। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ହେଉଛି। ଏହି ମ୍ୟାଚରେ ଇଲିଙ୍ଗୱର୍ଥ ସେଣ୍ଟ ମେରି କ୍ରିକେଟ କ୍ଲବ ଏବଂ ସୋୱର୍ବି ସେଣ୍ଟ ପିଟର୍ସ କ୍ଲବ ମୁହାଁମୁହିଁ ହୋଇଥିଲେ। ଇଲିଙ୍ଗୱର୍ଥ ସେଣ୍ଟ ମେରି ଖେଳାଳି ଆସିଫ ଅଲି ବ୍ୟାଟିଂ କରି ଏକ ଚମତ୍କାର ସଟ ମାରିଥିଲେ। ଏହି ସମୟରେ ସେ ଏକ ଏମିତି ଛକା ମାରିଥିଲେ ଯେ, ବଲ୍‌ ଯାଇ ତାଙ୍କ କାରର ପଛ କାଚରେ ବାଜିଥିଲା। ଫଳରେ ତାଙ୍କ କାଚ ଭାଙ୍ଗିଯାଇଥିଲା। ଏହା ଦେଖି ବିପକ୍ଷ ଖେଳାଳି, ସାଥୀ ଖେଳାଳି ଏବଂ ଅମ୍ପାୟାର ମଧ୍ୟ ହସିବା ବନ୍ଦ କରି ପାରି ନ ଥିଲେ। ଏହା ଦେଖି ଅଲି ତାଙ୍କ ମୁଣ୍ଡରେ ହାତ ଦେଇଥିଲେ। କିଛି ସମୟ ପରେ ସେ ଆଶ୍ଚର୍ଯ୍ୟ ହୋଇ ଆଣ୍ଠୁମାଡି ପଡିଆରେ ବସିପଡିଥିଲେ। ଏହି ଘଟଣାର ଭିଡିଓ କ୍ଲିପ ଇଲିଙ୍ଗୱର୍ଥ ସେଣ୍ଟ ମେରି କ୍ରିକେଟ କ୍ଲବ ଦ୍ୱାରା ଶେୟାର କରାଯାଇଥିଲା। କାରର ଭଙ୍ଗା କାଚର ଏକ ଫଟୋ ମଧ୍ୟ ଅପଲୋଡ ହୋଇଛି।
ଏହି ମ୍ୟାଚରେ ଆସିଫ ଅଲି ୪୩ ରନ ସ୍କୋର କରିଥିଲେ କିନ୍ତୁ ତାଙ୍କ ଦଳ ୭ ଉଇକେଟରେ ହାରିଯାଇଥିଲା। ଅଗଷ୍ଟ ୨୦୨୦ରେ ଆୟର୍ଲାଣ୍ଡର ଅଲରାଉଣ୍ଡର କେଭିନ ଓ’ବ୍ରାଇନଙ୍କ ସହ ଏକ ସମାନ ଘଟଣା ଘଟିଥିଲା। ସେ ଏକ ଘରୋଇ ମ୍ୟାଚ ଖେଳୁଥିଲେ। ଡବଲିନ୍‌ର ପେମ୍ବ୍ରୋକ କ୍ରିକେଟ କ୍ଲବ ନିକଟରେ ପାର୍କିଂରେ ରଖାଯାଇଥିବା ତାଙ୍କ କାରର ପଛ କାଚ ନିଜ ସଟ ଦ୍ୱାରା ଭାଙ୍ଗି ଯାଇଥିଲା।

That moment when you hit a massive six only for it crash through your own car windscreen 🤣🤣

🔊 Sound on to hear the smash 💥 pic.twitter.com/FNjRMic9U5

— Illingworth St Mary’s CC (@IllingworthCC) June 20, 2021


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି।...

ଟୋକିଓ ଅଲିମ୍ପିକ୍ସ: ବିନା ଦର୍ଶକରେ ଏବେ ସୁଦ୍ଧା ବିକଳ୍ପ ରହିଛି

ଟୋକିଓ, ୨୬ା୬ (ଏପି)-ବିନା ଦର୍ଶକରେ ଟୋକିଓ ଅଲିମ୍ପିକ୍ସ ଆୟୋଜନ ଏବେ ସୁଦ୍ଧା ବିକଳ୍ପ ପନ୍ଥା ରହିଛି। ଆୟୋଜକ କମିଟି ସଭାପତି ସିକୋ ହାସିମୋତୋ ଶୁକ୍ରବାର ପ୍ରକାଶ...

ଦକ୍ଷିଣ ଆଫ୍ରିକାର ଏକ ଇନିଂସ ୬୩ ରନରେ ବିଜୟୀ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ୍‌ ଲୁସିଆ),୧୩ା୬ : କାଗିସୋ ରାବାଡାଙ୍କ ୫ ଉଇକେଟ ସଫଳତା ଯୋଗୁ ଏଠାରେ ପ୍ରଥମ ଟେଷ୍ଟ କ୍ରିକେଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ...

ଅପମାନଜନକ ଟୁଇଟ୍‌ ପାଇଁ ରବିନସନ୍‌ ସସ୍‌ପେଣ୍ଡ

ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍‌ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍‌ ପୋଷ୍ଟ କରିଥିଲେ।...

‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’

ମୁମ୍ବାଇ, ୩।୬(ପି.ଟି.)-  ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍‌ଘାଟନୀ ସଂସ୍କରଣର ଫାଇନାଲ ୧...

ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…

ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍‌ ସହ ନିମ୍ନ କ୍ରମରେ ଆସି ରନ୍‌ ଯୋଡ଼ିବାର...

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ...

ଫ୍ରେଞ୍ଚ୍‌ ଓପନ ଟେନିସ: ସିତ୍‌ସିପାସଙ୍କ ବିଜୟ ଅଭିଯାନ

ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍‌ସିପାସ, ଡାନିଲ ମେଡ୍‌ଭେଡେଭ୍‌, ଜାନିକ ସିନେର ପ୍ରମୁଖ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ପ୍ରମାଣପତ୍ର ନ ଲଗାଇଲେ ଏଥର ଖୋଲିବନି ଦୋକାନ
Next Post Next post:
ବିପଦ ଆଣିଲା ନୂଆ ଭାରିଆଣ୍ଟ୍‌, ପୁଣି ଦିଆଯିବ ଭାକ୍ସିନ୍‌ ଡୋଜ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts