E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ
8:14 amJune 23, 2021

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ। ହେଲେ କିଛି ଖେଳାଳି ବହୁତ ଧିର ଖେଳନ୍ତି। ସେଭଳି କିଛି ଖେଳାଳି ଅଛନ୍ତି ଯେଉଁମାନେ ଧିମା ୫୦ ରନ୍‌ କରିଛନ୍ତି।

କ୍ରିକେଟ ଇତିହାସରେ ସବୁଠାରୁ ଧିର ଅର୍ଦ୍ଧଶତକ ମାରିବାର ରେକର୍ଡ ଇଂଲଣ୍ଡର ପୂର୍ବ ଖେଳାଳି ଟ୍ରେବର ବେଲିଙ୍କ ନାମରେ ରହିଛି। ୧୯୫୮-୫୯ରେ ଅଷ୍ଟ୍ରେଲିଆ ଗସ୍ତରେ ଥିବା ବେଳେ ଉଭୟ ଟିମ୍‌ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ବେଲି ୩୫୦ ବଲ୍‌ ଖେଳି ୫୦ ରନ୍‌ କରିଥିଲେ। ଏଥିପାଇଁ ତାଙ୍କୁ ୩୫୭ ମିନିଟ୍‌ ସମୟ ଲାଗିଥିଲା। ଉକ୍ତ ମ୍ୟାଚ୍‌ର ଦ୍ୱିତୀୟ ପାଳିରେ ମୋଟ ୬୮ ରନ୍‌ କରି ଆଉଟ୍‌ ହୋଇଥିଲେ ବେଲି। ୪୨୭ଟି ବଲ୍‌ରେ ସେ ଏହା କରିଥିଲେ।

ଭାରତର ବ୍ୟାଟ୍ସମ୍ୟାନ୍‌ଙ୍କ ବିଷୟରେ ଯଦି କଥାହେବା ତେବେ ସୁନିଲ ଗାଭାସ୍କର ସବୁଠାରୁ ଧିମା ଅର୍ଦ୍ଧଶତକ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ୫୧ ରନ୍‌ କରିଥିଲେ। ୩୨୬ ମିନିଟ୍‌ ଖେଳି ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ ସେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଧାଓ୍ବନଙ୍କୁ ନେତୃତ୍ୱ: ଭାରତୀୟ ଦଳରେ ୬ ନୂଆ ମୁହଁ

ମୁମ୍ବାଇ,୧୦।୬: ଜୁଲାଇରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଯାଇଛି। ବରିଷ୍ଠ ଓପନର...

ରକ୍ତଦାନ କଲେ ତେନ୍ଦୁଲକର

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ...

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି...

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ।...

ଟିମ୍‌ ଇଣ୍ଡିଆର ୩ ବ୍ୟାଟ୍ସ୍‌ମ୍ୟାନ୍‌ ଆଇସିସିର ଟପ୍‌ ୧୦ରେ…

ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍‌ରେ ଭାରତ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍‌ ର଼୍ୟାଙ୍କିଙ୍ଗ୍‌...

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ

ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା।...

ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ: ସଜନ, ଶ୍ରୀହରିଙ୍କୁ ସ୍ବର୍ଣ୍ଣ ପଦକ

ବେଲ୍‌ଗ୍ରେଡ, ୨୧ା୬ (ପି.ଟି.)-ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ ପ୍ରତିଯୋଗିତାରେ ଅଲିମ୍ପିକ ଆଶାୟୀ ସଜନ ପ୍ରକାଶ ଓ ଶ୍ରୀହରି ନଟରାଜ ସେମାନଙ୍କ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।...

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
Next Post Next post:
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts