E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..
10:28 amJune 23, 2021June 27, 2021

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, କୌଣସି କାର୍ଯ୍ୟ ବିଷୟରେ ନ ଭାବି ସେଥିରେ ଜଡ଼ିତ ହୋଇଯାଉ। ଫଳରେ ସଫଳତା ମିଳିବ କିମ୍ବା ନାହିଁ ସେଥିରେ ସନ୍ଦେହ ଉପୁଜେ। ଏଣୁ କୌଣସି ବି ନୂଆ କାମ ଆରମ୍ଭ କରିବା ପୂର୍ବରୁ ଜଣେ ବ୍ୟକ୍ତି ନିଜକୁ ତିନୋଟି ପ୍ରଶ୍ନ ପଚାରିବା ଏବଂ ତାର ଉତ୍ତର ଜାଣିବା ଉଚିତ। ଯେପରିକି:

-କ’ଣ ପାଇଁ ଏ କାମ କରିବି:
ଚାଣକ୍ୟ କୁହନ୍ତି ଯେକୌଣସି କାମର ଉଦ୍ଦେଶ୍ୟ ସ୍ପଷ୍ଟ ହେବା ଉଚିତ। ଅସ୍ପଷ୍ଟତା, ଅଜ୍ଞାନତା ଏବଂ ଭ୍ରମାତ୍ମକ ସ୍ଥିତିରେ କାମ ନ କରିବା ଭଲ। କାରଣ ଏପରି କାମରେ ସଫଳତା ମିଳେ ନାହିଁ। କାମର ଫଳ ବ୍ୟକ୍ତି ନିୟନ୍ତ୍ରଣରେ ନ ଥାଏ। ଏଣୁ କ’ଣ ପାଇଁ କରାଯାଉଛି ତାହା ପ୍ରଥମରୁ ସ୍ପଷ୍ଟ ହେବା ଆବଶ୍ୟକ।

-କାର୍ଯ୍ୟର ଫଳାଫଳ କ’ଣ ହେବ-
ଚାଣକ୍ୟ କୁହନ୍ତି, ଉଦ୍ଦେଶ୍ୟ ଠିକ୍‌ ଥିଲେ କାର୍ଯ୍ୟରେ ସଫଳତା ମିଳେ। ବ୍ୟକ୍ତିଗତ ସ୍ବାର୍ଥକୁ ଦୃଷ୍ଟିରେ ରଖି କରାଯାଉଥିବା କାମର ଫଳ ଦୀର୍ଘଦିନ ଯାଏ ରହି ନ ଥାଏ। ଏଣୁ କୌଣସି କାମ କରିବା ପୂର୍ବରୁ ଏହାର ପରିଣାମ ବିଷୟରେ ଚିନ୍ତା କରିବା ଜରୁରୀ।

-ସଫଳତା ମିଳିବ କି?
ଚାଣକ୍ୟ କୁହନ୍ତି, ନିଜର ଯୋଗ୍ୟତା ଏବଂ ଇଚ୍ଛାଶକ୍ତି ସହିତ ଜଡ଼ିତ ପ୍ରଶ୍ନ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କାର୍ଯ୍ୟର ଉଦ୍ଦେଶ୍ୟ, ପରିଣାମ ବିଷୟରେ ବିଚାର କରିବା ପରେ ନିଜର ସଫଳତାକୁ ମଧ୍ୟ ବିଚାର କରିବା ଉଚିତ। ଆଜିର ସମୟେରେ ଏହା ସବୁଠାରୁ ମହତ୍ୱପୂର୍ଣ୍ଣ ପ୍ରଶ୍ନ। ସର୍ବଦା ଲୋକ ଆତ୍ମ-ମୂଲ୍ୟାଙ୍କନ ବିନା କାର୍ଯ୍ୟରେ ଜଡିତ ହୋଇଯାନ୍ତି। ଏଣୁ ସେମାନଙ୍କୁ ସଫଳତା ମିଳିବ କି ନାହିଁ ତାହା ପ୍ରଶ୍ନବାଚୀ ହୋଇ ରହିଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ...

କଥାବାର୍ତ୍ତା ଶୈଳୀ ବଢ଼ାଏ କାର୍ଯ୍ୟଦକ୍ଷତା

ନିଜର କଥାବାର୍ତ୍ତା ଶୈଳୀ ଉପରେ ସେହି ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ନିର୍ଭର କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏପରି ରୋଚକ ତଥ୍ୟ ସମ୍ପର୍କରେ ଲଣ୍ଡନ...

ବାଏ ବାଏ ବ୍ୟାକ୍‌ ପେନ୍‌

ବାଇକ୍‌ ଚଳାଇବାବେଳେ ଆଗକୁ ଝୁଙ୍କି ରହିବା ହେଉ କି ନୂଆ ସାଇକେଲ ଚାଳକଙ୍କ ବହୁତ ବାଟ ସାଇକେଲ ଚଳାଇବା। ଅବା ଆଜିକାର ଓ୍ବାର୍କ ଫ୍ରମ୍‌ ହୋମ୍‌...

ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍‌ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର...

ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା...

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ...

କେବେହେଲେ ଘରେ ଲଗାନ୍ତୁ ନାହିଁ ଏସବୁ ଗଛ: ଲାଗି ରହିବ ଝଗଡ଼ା, ସ୍ବାସ୍ଥ୍ୟଗତ ସମସ୍ୟାରେ…

ଏପରି କିଛି ବୃକ୍ଷ ରହିଛି ଯାହାକୁ ଘରେ ଲଗାଇବା ଦ୍ୱାରା ନକରାତ୍ମକ ଶକ୍ତି ବୃଦ୍ଧି ପାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ଏଣୁ ଏହାକୁ କେବେହେଲେ ଘରେ...

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…

ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆବର୍ଜନା ପାହାଡ଼ରେ ପାର୍କ
Next Post Next post:
ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts