ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ ମାତ୍ର ଦୁଇ ଉଇକେଟ। ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାସଲ କରିଥିବା ବୋଲରଙ୍କ ତାଲିକାରେ ୭୦ ଉଇକେଟ ସହ ଶୀର୍ଷରେ ରହିଛନ୍ତି ଅଷ୍ଟ୍ରେଲିଆର ପାଟ କୁମିନ୍ସ। ଏହି ତାଲିକାରେ ଏବେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି ଅଶ୍ୱିନ। ଫାଇନାଲ ପୂର୍ବରୁ ୬୭ ଉଇକେଟ ନେଇଥିବା ଅଶ୍ୱିନ ପ୍ରଥମ ଇନିଂସରେ ହାତେଇଛନ୍ତି ୨ ଉଇକେଟ। ଏଥି ଯୋଗୁ ସେ ଏବେ ଇଂଲଣ୍ଡର ଷ୍ଟ୍ରୁଆର୍ଟ ବ୍ରଡଙ୍କ ସହ ମିଳିତ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ସ୍ବଭାବରେ ବହୁତ ରାଗି ଥିଲେ ଏହି ଭାରତୀୟ କ୍ରିକେଟର: ପାକିସ୍ତାନର ଇନ୍ଜାମାମଙ୍କ ସହ ବି କରି ଦେଇଥିଲେ ଝଗଡ଼ା
ନୂଆଦିଲ୍ଲୀ,୪।୬: ଭାରତୀୟ ଦଳର ପୂର୍ବ ଅଧିନାୟକ ତଥା ଅଭିଜ୍ଞ ବୋଲର ଅନିଲ କୁମ୍ବଲେ ଟେଷ୍ଟ ଇତିହାସରେ ସବୁଠାରୁ ଅଧିକ ଉଇକେଟ୍ ନେଇଥିବା ଖେଳାଳି ତାଲିକାରେ ତୃତୀୟ...
ଲେକ୍ରେକ୍ଙ୍କୁ ପୋଲ୍ ପୋଜିଶନ
ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍ରେ ଫେରାରିର ଚାଲର୍ସ ଲେକ୍ରେକ୍ ପୋଲ୍ ପୋଜିଶନ ହାସଲ କରିଛନ୍ତି। ଫଳରେ...
ଫ୍ରେଞ୍ଚ୍ ଓପନ ଟେନିସ: ଜୋକୋଭିଚ୍-ବେରେଟିନି କ୍ୱାର୍ଟର ଫାଇନାଲ
ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍। ୪ର୍ଥ ରାଉଣ୍ଡରେ...
ଟୋକିଓ ଅଲିମ୍ପିକ୍ସ ମହିଳା ହକି ଦଳ:ଓଡ଼ିଶାରୁ କେବଳ ଦୀପ୍ ଗ୍ରେସ
ଭୁବନେଶ୍ୱର, ୧୮।୬(କ୍ରୀଡ଼ା ପ୍ରତିନିଧି)-ଟୋକିଓ ଅଲିମ୍ପିକ୍ସ ପାଇଁ ଗୁରୁବାର ୧୬ ଜଣିଆ ଭାରତୀୟ ମହିଳା ହକି ଦଳ ଘୋଷଣା କରାଯାଇଛି। ଏଥର ଦଳରେ ମାତ୍ର ଜଣେ ଓଡ଼ିଆ...
ଧାଓ୍ବନଙ୍କୁ ନେତୃତ୍ୱ: ଭାରତୀୟ ଦଳରେ ୬ ନୂଆ ମୁହଁ
ମୁମ୍ବାଇ,୧୦।୬: ଜୁଲାଇରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଯାଇଛି। ବରିଷ୍ଠ ଓପନର...
ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍...
ଫାଇନାଲ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ
ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ...
ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ
ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା...


