E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୨୬ ଯାଏ ପ୍ରବଳ ବର୍ଷା
8:41 amJune 23, 2021

ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେବା ସହ ସ୍ଥିତି ନିରୀକ୍ଷଣ କରି ପଦକ୍ଷେପ ନେବା ପାଇଁ କହିଛନ୍ତି।
ବୁଧବାର ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ରେ ପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଜିଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ଏଥିପାଇଁ ଏହି ସମସ୍ତ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ୨୪ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ ଓ ଦେବଗଡ଼ରେ ପ୍ରବଳ ବର୍ଷା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୫ରେ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ ଯାଜପୁର ଏବଂ ୨୬ରେ ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ନେଇ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୪୧.୧ମି.ମି. ପାରାଦୀପରେ ୩୧, କେନ୍ଦୁଝରରେ ୨୭, ବାଲେଶ୍ୱରରେ ୨୧, ନୟାଗଡ଼ରେ ୨୦.୧, ପୁରୀରେ ୧୯, କଟକରେ ୧୨ମି.ମି. ବର୍ଷା ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି...

ରାଜ୍ୟରେ ୧ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଓଡ଼ିଶାରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ଼ରେ ଟିକାଦାନ ଆରମ୍ଭ ହୋଇଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ଲକ୍ଷ୍ୟ ରଖିଥିବାବେଳେ ପ୍ରଥମ ଦିନରେ...

ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍‌ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ...

ବିଆର୍‌ପିଏଲ୍‌ରେ ଏସ୍‌ପିସିବିର ତଦନ୍ତ ଆଜି

ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪...

ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୯ ମାଛ ୧୮.୬୫ ଲକ୍ଷ
Next Post Next post:
ଜାତୀୟତାବାଦର ପଥପ୍ରଦର୍ଶକ-ଶ୍ୟାମାପ୍ରସାଦ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts