E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟରେ ଆର୍ଜେଣ୍ଟିନା
9:17 amJune 23, 2021

ସାଓ ପାଉଲୋ,୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଦଳ ନକ୍‌ଆଉଟରେ ପ୍ରବେଶ କରିଛି। ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଗ୍ରୁପ୍‌ ଏ’ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆର୍ଜେଣ୍ଟିନା ୧-୦ ଗୋଲରେ ପାରାଗୁଏକୁ ହରାଇ ଅଗ୍ରଗତି କରିଛି।
କଡ଼ା ସଂଘର୍ଷପୂର୍ଣ୍ଣ ଏହି ମୁକାବିଲାରେ ଆର୍ଜେଣ୍ଟିନା ଦଶମ ମିନିଟ୍‌ରୁ ଅଗ୍ରଣୀ ହାସଲ କରିଥିଲା। ଦଳ ତରଫରୁ ଆଲେଜାଣ୍ଡ୍ରୋ ଡାରିଓ ଗୋମେଜ ମ୍ୟାଚ୍‌ର ଏକମାତ୍ର ଗୋଲ ସ୍କୋର କରିଥିଲେ। ଏହି ବିଜୟ ସହ ଆର୍ଜେଣ୍ଟିନା ଗ୍ରୁପ୍‌ ଏ’ରେ ୩ଟି ମ୍ୟାଚ୍‌ ଖେଳି ୨ ବିଜୟ ଓ ଗୋଟିଏ ଡ୍ର ସହ ୭ ପଏଣ୍ଟ ହାସଲ କରି ତାଲିକା ଶୀର୍ଷରେ ରହିଛି। ମେସି ଏହି ମୁକାବିଲାରେ ଆର୍ଜେଣ୍ଟିନା ପାଇଁ ୧୪୭ତମ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ହାସଲ କରିଛନ୍ତି। ଏଥିସହ ସେ ଅବରସପ୍ରାପ୍ତ ଡିଫେଣ୍ଡର ଜାଭିଏର ମାସ୍କେରାନୋଙ୍କ ସମକକ୍ଷ ହୋଇଛନ୍ତି। ଏଥର ସଫଳ ହେଲେ ମେସି ଦେଶ ପାଇଁ କୌଣସି ପ୍ରଥମ ମେଜର ଟାଇଟଲ ଜିତିବାର ଗୌରବ ଅର୍ଜନ କରିବେ। ଆର୍ଜେଣ୍ଟିନା ଦଳରେ ଏକାଧିକ ଅଦଳବଦଳ କରାଯାଇଥିଲା। ଦଳ ବିଜୟରେ ଆର୍ଜେଣ୍ଟିନା କୋଚ୍‌ ଲିଓନେଲ ସ୍କାଲୋନି ଖୁସି ଜାହିର କରିଛନ୍ତି। ତେବେ ଖେଳାଳିମାନେ କ୍ରମାଗତ ୩ଟି କୋପା ଆମେରିକା ମ୍ୟାଚ୍‌ ଖେଳି କ୍ଳାନ୍ତ ଅନୁଭବ କରୁଥିବାରୁ ସେ ଚିନ୍ତା ପ୍ରକଟ କରିଛନ୍ତି। ଟୁର୍ନାମେଣ୍ଟରେ ଅବଶ୍ୟ ମେସି ଏ ପର୍ଯ୍ୟନ୍ତ ସେତେଟା ପ୍ରଭାବୀ ସାବ୍ୟସ୍ତ ହୋଇନାହାନ୍ତି। ଆର୍ଜେଣ୍ଟିନା ତା’ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ସୋମବାର ବଲିଭିଆକୁ ଭେଟିବ। ସେହିପରି ମଙ୍ଗଳବାର ପାରାଗୁଏ ଓ ଚିଲି ମୁହଁାମୁହିଁ ହେବେ। ଦୁଇ ଗ୍ରୁପ୍‌ର ଶ୍ରେଷ୍ଠ ୪ଟି ଦଳ ନକ୍‌ଆଉଟରେ ପ୍ରବେଶ କରିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ...

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...

ପର୍ତ୍ତୁଗାଲ-ଫ୍ରାନ୍ସ ମ୍ୟାଚ୍‌ ଡ୍ର: ରୋନାଲ୍ଡୋ ରେକର୍ଡ ସମକକ୍ଷ

ବୁଦାପେଷ୍ଟ,୨୫।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ରାଉଣ୍ଡ ଅଫ୍‌ ୧୬ କାର୍ଯ୍ୟସୂଚୀ ସ୍ପଷ୍ଟ ହୋଇଛି। ଶନିବାରଠାରୁ ନକ୍‌ଆଉଟ ପର୍ଯ୍ୟାୟ ଆରମ୍ଭ ହେବ। ଗ୍ରୁପ୍‌ ଏଫ୍‌’ରେ ପର୍ତ୍ତୁଗାଲ ଓ...

ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି।...

ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ

ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’...

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...

ଓ୍ବିମ୍ବେଲଡନରୁ ଓହରିଲେ ସିମୋନା ହାଲେପ୍‌

ଓ୍ବିମ୍ବେଲଡନ, ୨୬ା୬(ଏପି)-ପେଣ୍ଡାରେ ଆଘାତପ୍ରାପ୍ତ ଥିବାରୁ ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ୍‌ ଟେନିସ ପ୍ରତିଯୋଗିତାରୁ ଓହରିିଯାଇଛନ୍ତି। ଶୁକ୍ରବାର ଏହି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ...

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନକ୍‌ଆଉଟ୍‌ରେ ଡେନ୍‌ମାର୍କ: ରୁଷିଆ ୪-୧ ଗୋଲରେ ପରାସ୍ତ
Next Post Next post:
ନକ୍‌ଆଉଟ ପର୍ଯ୍ୟାୟରେ ଚିଲି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts