E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଫୁରସତ

ଆବର୍ଜନା ପାହାଡ଼ରେ ପାର୍କ
10:27 amJune 23, 2021

ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍‌ ଅଳିଆ ଆବର୍ଜନା ଆସିଥାଏ। ଗତ ୫୦ ବର୍ଷରେ ଏଠାରେ ଆବର୍ଜନାର ଅନେକ ପାହାଡ଼ ତିଆରି ହୋଇଯାଇଛି। ଏହି ସମସ୍ୟାର ସମାଧାନ ପାଇଁ ବିଚିତ୍ର ଉପାୟ ଆପଣାଯାଇଛି। ଏହି ପରିତ୍ୟକ୍ତ ଆବର୍ଜନା ପାହାଡ଼ଗୁଡ଼ିକୁ ସମତଳ କରି ପାର୍କ ନିର୍ମାଣ କରାଯାଉଛି। ପରିବେଶକୁ ଦୂଷିତ ହେବାରୁ ରକ୍ଷା କରିବା ପାଇଁ ଆବର୍ଜନା ପାହାଡ଼ ଆଖପାଖରେ ଏକ ପ୍ରାଚୀର ଦେବା ପର୍ଯ୍ୟାପ୍ତ ହେବ ନାହିଁ। ଏଠାରେ ଭୂସଂସ୍କାର ପାଇଁ ଅନେକ ପଦକ୍ଷେପ ନେବାକୁ ପଡ଼ିବ। ବିଶେଷଜ୍ଞଙ୍କ ମତରେ ୟୁରୋପରେ ଆବର୍ଜନାରୁ ବାହାରୁଥିବା ପାଣିକୁ ପିଇବାଯୋଗ୍ୟ କରାଯାଉଛି। ଖୁବ୍‌ ଶୀଘ୍ର ମସ୍କୋରେ ମଧ୍ୟ ଏପରି କରାଯିବ। ୫ ବର୍ଷରେ ଅଳିଆଗଦା ସ୍ଥାନରେ ପାର୍କ କିମ୍ବା ସ୍କି ରିସର୍ଟ ଦେଖିବାକୁ ମିଳିବ। ଏଥିରୁ ସ୍ବଚ୍ଛ ପରିବେଶ ଓ ଉନ୍ନତ ଇକୋ ସିଷ୍ଟମ୍‌ ମିଳିବ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଫୁରସତ View All

‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...

ସୌଭାଗ୍ୟ ବୃଦ୍ଧି ପାଇଁ କରିବେ କେଉଁ ପ୍ରକାର ଯୋଗାସନ, ଜାଣନ୍ତୁ …

ସୁସ୍ବାସ୍ଥ୍ୟ ପାଇଁ ଦୈନଦିନ ଜୀବନରେ ଯୋଗାସନ କରିବା ଜରୁରୀ। ତେବେ ଜାତକରେ ବିଭିନ୍ନ ଗ୍ରହଙ୍କୁ ସନ୍ତୁଷ୍ଟ କରିବା ସହିତ ସୌଭାଗ୍ୟ ବୃଦ୍ଧି ଲାଗି ଭିନ୍ନ ଭିନ୍ନ...

ଜି ୭ର ଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌

କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍‌ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭...

କଫି ୭ ହଜାର, କଦଳୀ ୩ ହଜାର

ପୋଙ୍ଗ୍‌ୟାଙ୍ଗ୍‌, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ...

ଇରାନ ନୌସେନା ଜାହାଜ ଜଳିଗଲା

ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍‌ଫ ଅଫ୍‌ ଓମାନରେ ବୁଡ଼ିଯାଇଛି। ଏପରି...

ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।...

‘ଆପଲ ଡେଲି’ର ଅପମୃତ୍ୟୁ

ହଂକଂ,୨୪ା୬: ହଂକଂର ନୂଆ ସୁରକ୍ଷା ଆଇନ ଓ ଗଣତନ୍ତ୍ର ସପକ୍ଷବାଦୀ ଲଢ଼େଇ ମଝିରେ ବଳିପଡ଼ିଛି ପ୍ରସିଦ୍ଧ ଦୈନିକ ଖବରକାଗଜ ‘ଆପଲ୍‌ ଡେଲି’। ୧୯୯୫ ଜୁନ୍‌ ୨୦ରେ...

ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍‌

ଉତ୍ତର କୋରିଆର ସାଇବର ଅପରାଧୀମାନେ ଦକ୍ଷିଣ କୋରିଆର ନ୍ୟୁକ୍ଲିୟର ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟକୁ ହ୍ୟାକ୍‌ କରିଛନ୍ତି। ଗତମାସରେ ୧୩ ଅନଧିକୃତ ଆଇପି ଆଡ୍ରେସ୍‌ରୁ କୋରିଆ ଆଟମିକ୍‌ ଏନର୍ଜି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’
Next Post Next post:
ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts