E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି
10:30 amJune 23, 2021

ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ ବିଧାୟକ ତଥା ମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉଠାଇ ଅମରିନ୍ଦ୍ର ସିଂ ସରକାରଙ୍କୁ ଘେରିବାରେ ଲାଗିଛନ୍ତି। କଂଗ୍ରେସର ଅର୍ନ୍ତକଳହ ଓ ଅସନ୍ତୋଷ ବଢ଼ିବାରେ ଲଗିଥିବାବେଳେ ସାମଧାନ ପାଇଁ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏଆଇସିସିର ୩ ସଦସ୍ୟ ବିଶିଷ୍ଟ ଏକ ପ୍ୟାନେଲ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସହ ବୈଠକ କରି ତାଙ୍କୁ ଜବାବ ମାଗିଛି। ରାଜ୍ୟ ସଭାରେ ବିରୋଧୀ ଦଳ ନେତା ମଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ଏହି କମିଟି କନ୍ଦଳ ଦୂର କରି ଅସନ୍ତୁଷ୍ଟଙ୍କୁ ବୁଝାଇବା ସହ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଏକଜୁଟ ହୋଇ କାମ କରିବାକୁ ପରାମର୍ଶ ଦେଇଛି। ପ୍ୟାନେଲରେ ଏଆଇସିସିର ସାଧାରଣ ସମ୍ପାଦକ ଦାୟିତ୍ୱରେ ଥିବା ହରିଶ ରାଓ୍ବତ ଏବଂ ପୂର୍ବତନ ଏମ୍‌ପି ଜେ. ପି. ଅଗ୍ରଓ୍ବାଲ ସଦସ୍ୟ ରହିଛନ୍ତି।
ଅମରିନ୍ଦରଙ୍କ ନେତୃତ୍ୱକୁ କଂଗ୍ରେସର ଅନେକ ନେତା ବିରୋଧ କରୁଛନ୍ତି। ନିକଟରେ ଅମରିନ୍ଦର ଦୁଇ ବିଧାୟକଙ୍କ ପୁଅଙ୍କୁ ଦୟା ମନୋଭାବ ରଖି ସରକାରୀ ଚାକିରି ଦେବାକୁ ନିଷ୍ପତ୍ତି ନେଇଥିବା ବିରୋଧୀ ଗୋଷ୍ଠୀ ଅଭିଯୋଗ ଆଣି ମୁଖ୍ୟମନ୍ତ୍ରୀଙ୍କୁ ଘେରିଥିଲେ। ପଞ୍ଜାବରେ ଦୁଇ ପରିବାର ବେଶ୍‌ ଲାଭବାନ ହେଉଛନ୍ତି ବୋଲି ସିଦ୍ଧୁ ମତ ରଖିବା ପରେ କଂଗ୍ରେସରେ ହଟଚମଟ ସୃଷ୍ଟି ହୋଇଛି। ତେବେ ସର୍ବସାଧାରଣରେ ସିଦ୍ଧୁଙ୍କ ଏଭଳି ମନ୍ତବ୍ୟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅସନ୍ତୋଷ ବ୍ୟକ୍ତ କରିଥିବା ଜଣାପଡ଼ିଛି। କିଛି ସପ୍ତାହ ପୂର୍ବରୁ ଅମରିନ୍ଦର ଏବଂ ସିଦ୍ଧୁଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା

ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ...

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ...

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

ଗରିବଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର...

ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ

ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍‌ଆଇଆର ଯୋଗୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ...

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ...

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..
Next Post Next post:
ଭିନ୍ନ ହେବେ ‘ସ୍ପେସ୍‌ ବେବି’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts