E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଅଭିନେତାଙ୍କୁ ଭଲ ପାଇ ପଶ୍ଚାତାପ କରୁଛନ୍ତି ଏହି ଅଭିନେତ୍ରୀ, କହିଲେ ଜୀବନରେ ଫିଲ୍ମ ଇଣ୍ଡଷ୍ଟ୍ରିର ଆଉ କାହାକୁ ଭଲ ପାଇବିନି
11:48 amJune 23, 2021

ମୁମ୍ବାଇ: ଅଭିନେତ୍ରୀ ମିନୀଷା ଲାମ୍ବା ଆଜିକାଲି ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀଙ୍କଠାରୁ ଛାଡ଼ପତ୍ର ପାଇବା ପରେ ଜଣେ ବ୍ୟକ୍ତିଙ୍କ ସହ ରିଲେସନଶିପ୍‌ରେ ରହୁଥିଲେ। ଏହି ରିଲେସନଶିପ୍‌ରେ ମଧ୍ୟ ତାଙ୍କୁ ଧୋକା ମିଳିଛି। ସେ ତାଙ୍କ ପ୍ରେମିକଙ୍କୁ ଧୋକାବାଜ କହିଛନ୍ତି।

ମିନୀଷା ପ୍ରେମରେ ଧୋକା ଖାଇବା ପରେ ନିଷ୍ପତ୍ତି ନେଇଛନ୍ତି କି, ଫିଲ୍ମ ଇଣ୍ଡଷ୍ଟ୍ରିର କାହାକୁ ଆଉ ଡେଟ୍‌ କରିବେ ନାହିଁ। ଏବେ ଚର୍ଚ୍ଚା ହେଉଛି କିଏ ସେ ଏହି ପ୍ରେମିକ। ଯାହାଙ୍କ ସହ ମିନୀଷା ରିଲେସନଶିପ୍‌ରେ ରହୁଥିଲେ। ଆଉ ସେହି ପ୍ରେମ ତାଙ୍କୁ ଏମିତି ଅନୁଭବ ଆଣି ଦେଇଛି, ଯାହାକୁ ନେଇ ସେ ଏତେ ପଶ୍ଚାତାପ କରୁଛନ୍ତି।

ମିନୀଷା କୁହନ୍ତି, ‘ମୋର ଜଣେ ଅଭିନେତାଙ୍କ ସହ ରିଲେସନଶିପ୍‌ ଥିଲା। ମାତ୍ର ମୋତେ ଲାଗୁଛି ଏହି ବ୍ୟକ୍ତିଙ୍କ ପର୍ସନାଲିଟି ଧୋକାବାଜ ଥିଲା। ସେ କହିଛନ୍ତି, ଏ ବିଷୟରେ ମୁଁ ଅଧିକ କିଛି କହିବାକୁ ଚାହୁଁନାହିଁ। କେବଳ ଏତିକି କହିବି ଫିଲ୍ମ ଇଣ୍ଡଷ୍ଟ୍ରିର କାହା ସହ ଆଉ କେବେ ଡେଟ୍‌ କରିବି ନାହିଁ। କାରଣ ରିଲେସନଶିପ୍‌ ବହୁତ କଷ୍ଟ।

ମିନୀଷା ବର୍ତ୍ତମାନ ବି ଜଣଙ୍କ ସହ ରିଲେସନଶିପ୍‌ରେ ରହିଛନ୍ତି। କିନ୍ତୁ ଏବେସୁଦ୍ଧା ସେ ତାଙ୍କ ନାଁକୁ ଲୁଚାଇ ରଖିଛନ୍ତି। କାରଣ ଏ କଥାକୁ ସେ ବ୍ୟକ୍ତିଗତ ରଖିବାକୁ ଚାହାନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...

ବିବାହ ବନ୍ଧନରେ ଅକ୍ଷୟ, ଡାକ୍ତରାଣୀଙ୍କ ଧରିଲେ ହାତ

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ଧାରାବାହିକ ପାଣ୍ଡ୍ୟା ଷ୍ଟୋର ଅଭିନେତା ଅକ୍ଷୟ ଖରୋଦିୟା। ପ୍ରେମିକା ତଥା ପେସାରେ ଡାକ୍ତର ଥିବା ଦିବ୍ୟା ପୁନେଥାଙ୍କ...

ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍‌ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର...

ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା

କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ...

ସଞ୍ଜୁଙ୍କ ଛାତିରେ ରହିଛି ଏହି ନାଁରେ ଟାଟୁ

ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ପିତା ସୁନିଲ ଦତ୍ତଙ୍କ ସମ୍ପର୍କକୁ ବୁଝିବା ବହୁତ କଷ୍ଟକର। ଫିଲ୍ମ ସଞ୍ଜୁରେ ପିତା-ପୁତ୍ରଙ୍କ ବଣ୍ଡିଂର ଝଲକ ଦେଖିବାକୁ...

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍‌ ମାଗିଲେ ଯୁବକ: ଜବାବରେ ମିଳିଲା
Next Post Next post:
ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts