ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର ମୂଲ୍ୟ ୧୮,୧୭୦.୦୨ କୋଟି ବୋଲି ଇଡ଼ି ପକ୍ଷରୁ କୁହାଯାଇଛି। ଇଡ଼ିପକ୍ଷରୁ କେନ୍ଦ୍ର ସରକାର ଏବଂ ବିଭିନ୍ନ ବ୍ୟାଙ୍କକୁ ୯,୩୭୧.୧୭ କୋଟି ଟଙ୍କା ଫେରସ୍ତ କରାଯାଇଛି। ତିନି ପଳାତକଙ୍କ ଯୋଗୁ ବ୍ୟାଙ୍କର ୨୨,୫୮୫.୮୩ କୋଟି ଟଙ୍କା କ୍ଷତି ହୋଇଥିଲା। ସେଥିମଧ୍ୟରୁ ଇଡ଼ି ବର୍ତ୍ତମାନ ସୁଦ୍ଧା ୧୮,୧୭୦.୦୨ କୋଟିର ସମ୍ପତ୍ତି ଜବତକରିବାକୁ ସକ୍ଷମ ହୋଇଛି। ବିଦେଶରେ ତିନି ପଳାତକଙ୍କର ୯୬୯ କୋଟି ଟଙ୍କାର ସମ୍ପତ୍ତି ରହିଥିବା ଇଡ଼ି କହିଛି।
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...
କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି
ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...
ଅନୁପ ପାଣ୍ଡେ ନୂଆ ଇସି
ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ...
ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ...
୨ ପ୍ରକାର ଭାକ୍ସିନ୍ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…
ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍ ପକ୍ଷରୁ...
ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ
କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍-୧୯...
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...
୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍ଡୋଜର: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ...


