E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ
7:00 amJune 24, 2021

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ପାରମ୍ପରିକ ଲୁକ୍‌ରେ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ଏକ ଗୁଜରାଟର ପଟୋଲା ଶାଢି ପିନ୍ଧିଥିବାର ନଜର ଆସିଛନ୍ତି। ଶାଢିରେ ସେ ବହୁତ୍‌ ସୁନ୍ଦର ଦେଖାଯାଉଛନ୍ତି। ଏହି ଶାଢିର ମୂଲ୍ୟ ୫୮ ଲକ୍ଷ ରହିଛି। ଉର୍ବଶୀ ଏହି ଶାଢି ପିନ୍ଧି ଅଭିନେତା ମନୋଜ କୁମାରଙ୍କ ନାତୁଣୀ ମୁସ୍କାନଙ୍କ ମେହେନ୍ଦୀ ସେରିମନିରେ ଯୋଗ ଦେଇଥିଲେ। ଉର୍ବଶୀ ସାଧାରଣତଃ ଅଧିକ ଦାମ୍‌ର ଡ୍ରେସ୍‌ ପିନ୍ଧି ଅନେକ ସମୟରେ ଚର୍ଚ୍ଚାରେ ଥା’ନ୍ତି। ଏବେ ଉର୍ବଶୀ ଏହି ଶାଢି ପିନ୍ଧା ଫଟୋ ଭାଇରାଲ ହେବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍‌

ମୁମ୍ବାଇ: ସୋସିଆଲ ମିଡିଆରେ ହରିୟାଣା ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ସପ୍‌ନା ଚୌଧୁରୀ ଖୁବ୍‌ ଆକ୍ଟିଭ। ସେ ନିଜର ହଟ୍‌ ଲୁକ୍‌ ଏବଂ ସୌନ୍ଦର୍ଯ୍ୟ ପାଇଁ ଅଧିକାଂଶ...

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ...

ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍‌: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍‌କୁ ଆସ’; ପୁରା ଘଟଣା କିଛି…

ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ...

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

ବାଘ ଖୋଜୁଛନ୍ତି ବିଦ୍ୟା

ଚର୍ଚ୍ଚାରେ ଥିବା ବଲିଉଡ୍‌ ଫିଲ୍କ ‘ଶେର୍‌ନି’ର ଟ୍ରେଲର ରିଲିଜ ହୋଇଛି। ଏଥିରେ ବିଦ୍ୟା ବଲାନଙ୍କ ନୂଆ ଅବତାର ଦେଖିବାକୁ ତାଙ୍କ ଫ୍ୟାନ୍‌ ବେଶ୍‌ ଉତ୍ସାହିତ ଅଛନ୍ତି।...

ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍‌ଇନ୍‌ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !

ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...

ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ଅଙ୍କିତା ସୁଶାନ୍ତଙ୍କ ପ୍ରତି ତାଙ୍କ ପ୍ରେମ ବ୍ୟକ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ
Next Post Next post:
ଏଇ ଭାରତରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts