ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଦ୍ୱାରା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏପ୍ରିଲ୍ ୧୫ରେ ଅନ୍ୟ ଜଣେ ଆକ୍ରାନ୍ତଙ୍କୁୁ ଚିହ୍ନଟ କରାଯାଇଥିଲା। ଏନେଇ ମୁମ୍ବାଇର ଅତିରିକ୍ତ ମ୍ୟୁନିସ୍ପାଲ କମିଶନର ସୁରେଶ କାକାନି ସୂଚନା ଦେଇଛନ୍ତି। ଇତିମଧ୍ୟରେ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ୨୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ରତ୍ନଗିରିରେ ସର୍ବାଧିକ ୯ ଜଣ ଏବଂ ଜଲଗାଁରେ ୭ ଜଣ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା କାକାନି କହିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
କେନାଲରୁ ପାଣି ଚୋରି ରୋକିବା ପାଇଁ ପହରା ଦେବେ ୬୦ ଯବାନ…
ଜୟପୁର,୬।୬: ପାଣି ଚୋରି ରୋକିବା ପାଇଁ ରାଜସ୍ଥାନର ହନୁମାନଗଡ଼ ଜିଲାରେ ପ୍ରଥମ ପୋଲିସ ଥାନା ପ୍ରତିଷ୍ଠା କରାଯିବ। ସ୍ଥାନୀୟ ଇନ୍ଦିରା ଗାନ୍ଧୀ କେନାଲରୁ ବାରମ୍ବାର ପାଣି...
ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା...
କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍ଟା ଭାରିଆଣ୍ଟ
ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...
ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍ସାଇଟ୍ ଠପ୍
ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍ ଡାଉନ୍ ହୋଇଯାଇଛି। ଏଥିରେ ରେଡିଟ୍, ଟ୍ବିଚ୍ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍ର ଓ୍ବେବ୍ସାଇଟ୍...
‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’
ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ...
ଡେଲ୍ଟା ପ୍ଲସ୍ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ
ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା...
କାର୍ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍
ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି...
ସିବିଏସ୍ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା
ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍ଇ ଓ ଆଇସିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...


