E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ
4:19 pmJune 23, 2021

ଓ୍ବାଶିଂଟନ,୨୩ା୬: ସମଗ୍ର ବିଶ୍ୱରେ କରୋନା ମହାମାରୀ ବହୁ କ୍ଷତି ଘଟାଇଲାଣି। ଇତିମଧ୍ୟରେ ଅନେକ ଦେଶରେ ନାନା ସମସ୍ୟା ମଧ୍ୟରେ ଗତି କରୁଛନ୍ତି। ଯେଉଁଥିରେ ଶକ୍ତିଶାଳୀ ଆମେରିକା ମଧ୍ୟ ରହିଛି। ଏହି ଦେଶ କରୋନାରୁ ମୁକ୍ତି ପାଇଁ ଲଗାତର ପ୍ରୟାସ ଜାରି ରଖିଛି। ମାତ୍ର ଏବେ ଏମିତି ଏକ ରିପୋର୍ଟ ଆସିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।

ଆମେରିକାର ମାସାଚୁସେଟ୍‌ସ ସହରରେ ପ୍ରାୟ ୪୦୦୦ ଲୋକ ଟିକାର ଦ୍ୱିତୀୟ ଡୋଜ ନେଇସାରିଛନ୍ତି। ଏହା ସତ୍ତ୍ୱେ ସେମାନେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କିନ୍ତୁ ଏହାକୁ ନେଇ ପ୍ରଶାସନ ଏତେ ଅଧିକ ଚିନ୍ତିତ ନୁହେଁ। ପ୍ରକୃତପକ୍ଷେ ସହରର ୩୦ ଲକ୍ଷରୁ ଅଧିକ ଲୋକଙ୍କୁ ସମ୍ପୂର୍ଣ୍ଣ ଟିକାକରଣ କରାଯାଇଛି। ଏହି ଜନସଂଖ୍ୟା ମଧ୍ୟରୁ ୩୮୦୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାର ଅର୍ଥ ପ୍ରତି ହଜାରରେ ଟିକାକରଣକାରୀଙ୍କ ମଧ୍ୟରୁ ମାତ୍ର ଜଣେ ବ୍ୟକ୍ତି କରୋନା ପଜିଟିଭ୍‌ ଅଟନ୍ତି। ତେଣୁ ଏହାକୁ ନେଇ ଚିନ୍ତିତ ହେବାର କୌଣସି କାରଣ ନାହିଁ ବୋଲି ପ୍ରଶାସନ କହିଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ...

ଡୋଜ୍‌ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…

ଓ୍ବାଶିଂଟନ/ଲଣ୍ଡନ/ନୂଆଦିଲ୍ଲୀ,୧୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଦୁଇ...

୧୦ ମାସ ହେଲା ପଜିଟିଭ ଆସୁଛି କୋଭିଡ୍‌ ରିପୋର୍ଟ

ଲଣ୍ଡନ,୨୪।୬: କ୍ରମାଗତ ୧୦ ମାସ ହେଲା ୭୨ ବର୍ଷୀୟ ବ୍ରିଟିଶ ନାଗରିକଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ଆସୁଛି। କ୍ରମାଗତ ସଂକ୍ରମିତ ହେବାରେ ଏହା ରେକର୍ଡ...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ...

ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ

ଷ୍ଟକ୍‌ହୋମ୍‌, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ...

କୋଭିଡ୍‌ ମୂଳକୁ ଖୋଜ

ଓ୍ବାଶିଂଟନ, ୧ା୬: କୋଭିଡ୍‌-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ...

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’
Next Post Next post:
ଗର୍ଭବତୀ ପରେ ନୁସରତଙ୍କ ଏପରି ଭିଡିଓ ହେଉଛି ଭାଇରାଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts