E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…
4:38 pmJune 23, 2021

ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍‌ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏହାପରେ ସେମାନେ ୨୦୧୯ରେ ଭୁଟାନରେ ଛୁଟି କଟାଇବାକୁ ଯାଇଥିଲେ। ଏହି ସମୟରେ ଏକ ମଜାଦାର ଘଟଣା ଘଟିଥିଲା। କୋହଲି ହଜି ଯାଇଥିବା ବେଳେ ଅନୁଷ୍କା ତାଙ୍କୁ ଖୋଜି ଖୋଜି ଥକି ଯାଇଥିଲେ। ଏହି ଘଟଣା ପାଇଁ ସେ ରାଗି ମଧ୍ୟ ଯାଇଥିଲେ।

ସମ୍ପୂର୍ଣ୍ଣ ଘଟଣାଟି ଏପରି। ଭୁଟାନରେ ବିରୁଷ୍କା ସାଇକେଲରେ ଆଖପାଖର ଦୃଶ୍ୟ ଉପଭୋଗ କରିବାକୁ ବାହାରିଥିଲେ। ପର୍ଯ୍ୟଟକଙ୍କ ଗହଳି ଯୋଗୁ ଗାଇଡ୍‌ ଅନୁଷ୍କାଙ୍କ ସହ ରହିଥିଲେ। ବିରାଟ ଆଗରେ ସାଇକେଲ ଚଲାଉଥିଲେ। କେହି ଜଣେ ପାଟି କରିବାରୁ ବିରାଟ ରେସ୍‌ରେ ଆଗକୁ ଯିବାକୁ ଭାବି ଜୋର୍‌ରେ ସାଇକେଲ ଚଳାଇବାକୁ ଲାଗିଥିଲେ। ଶେଷରେ ସେ ବହୁତ ଆଗକୁ ଚାଲିଯାଇଥିଲେ। ପଛରେ ରହିଯାଇଥିଲେ ଅନୁଷ୍କା। ବିରାଟଙ୍କ ପଛରେ ଆସୁଥିବା ଗାଡ଼ିର ଲୋକଙ୍କୁ ସେ ମ୍ୟାଡାମ୍‌ କେଉଁୟଠି ବୋଲି ପଚାରିଥିଲେ। ସେ କହିଥିଲେ ପଛରେ। ସେତେବେଳକୁ ଅନୁଷ୍କା ବିରାଟଙ୍କୁ ଖୋଜି ଥକି ଯାଇଥିଲେ।
କିଛି ସମୟ ଅପେକ୍ଷା ପରେ ଅନୁଷ୍କା ପହଞ୍ଚିଥିଲେ। କୋହଲି ତାଙ୍କୁ ଭୁଲ ମାଗି ‘ସରି’ କହିଥିଲେ। ହେଲେ ଅନୁଷ୍କା ତାଙ୍କୁ ନ ଚିହ୍ନିବା ଭଳି ବ୍ୟବହାର କରିଥିଲେ। ତାଙ୍କ ଆଡ଼କୁ ଚାହିଁବି ନ ଥିଲେ। ଏହି ଘଟଣା ବିଷୟରେ କୋହଲି ଏକ ଇନ୍‌ଷ୍ଟାଗ୍ରାମ ଲାଇଭ୍‌ ସେଶନ ସମୟରେ କହିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା...

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ...

ପୁଣି ନ୍ୟୁଜିଲାଣ୍ଡକୁ ଲାଗିଲା ଝଟ୍‌କା

ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ...

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ...

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ୟୁରୋ କପ୍‌ ଫୁଟ୍‌ବଲ: ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଡ୍ର

ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍‌ର ଟପ୍‌ ସ୍କୋରର ହାରି କେନ୍‌ ଏଠାରେ ଇଂଲଣ୍ଡ...

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ରୋମାଞ୍ଚକର ହେବ ଫାଇନାଲ୍‌: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍‌ ସମ୍ପର୍କ

ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି) ର ଫାଇନାଲ ଜୁନ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଉଭୟ ଟିମ ଇଣ୍ଡିଆର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଞ୍ଜୁଙ୍କ ଛାତିରେ ରହିଛି ଏହି ନାଁରେ ଟାଟୁ
Next Post Next post:
ଏଥର ଛେରାପହଁରା କରିବେନି ଗଜପତି ମହାରାଜା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts