ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ପିତା ସୁନିଲ ଦତ୍ତଙ୍କ ସମ୍ପର୍କକୁ ବୁଝିବା ବହୁତ କଷ୍ଟକର। ଫିଲ୍ମ ସଞ୍ଜୁରେ ପିତା-ପୁତ୍ରଙ୍କ ବଣ୍ଡିଂର ଝଲକ ଦେଖିବାକୁ ମିଳିଥିଲା। ସଞ୍ଜୁ ତାଙ୍କ ପିତାଙ୍କ ପ୍ରତି ଥିବା ଭଲପାଇବାକୁ ଶବ୍ଦରେ ପ୍ରକାଶ କରିପାରିଲେନି। ତେଣୁ ସେ ବାମପଟ ଛାତିରେ ତାଙ୍କ ବାପାଙ୍କ ନାଁ ସୁନିଲ ଲେଖି ଏକ ଟାଟୁ କରିଛନ୍ତି। ହିନ୍ଦୀ ଅକ୍ଷରରେ ସେ ଏହି ଟାଟୁ କରିଛନ୍ତି। ଯାହା ସବୁବେଳେ ତାଙ୍କ ହୃଦୟରେ ରହିବ। ସଞ୍ଜୁଙ୍କ ଏହି ଟାଟୁ ବେଶ୍ ଚର୍ଚ୍ଚାରେ ରହିଛି।
ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍ଅପ୍ ନେଇ…
ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି...
ବିଗ୍ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ
ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା...
ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍ଗର୍ଲ
ମୁମ୍ବାଇ: ବଲିଉଡ୍ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ...
ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ
ବଲିଉଡ୍ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର...
ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…
ବମ୍ବେ: ବଲିଉଡ୍ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍ଷ୍ଟୋରୀ କୌଣସି ସିନେମାଠାରୁ କମ୍ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା...
କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ
ମୁମ୍ବାଇ: ବଲିଉଡ୍ କ୍ୱିନ୍ କଙ୍ଗନା ରାଣାଓ୍ବତ୍ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି...
ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ
ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ...
ନାଗିନ୍ ଫେମ୍ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍ ମେହେରା ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...


