E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope
5:08 pmJune 23, 2021

ମେଷ
ଆଜି ଚନ୍ଦ୍ରଙ୍କ ସହ କେତୁଙ୍କ ସଂଯୋଗ ହେତୁ ମାନସିକ ଅସ୍ଥିରତା ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ ବହୁ କଷ୍ଟ ସ୍ବୀକାର କରି ମଧ୍ୟ କାମଟିକୁ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିବେ।
ବୃଷ
ବୃଷ
ବୃହସ୍ପତି ଦୁଷ୍ଟ ରବିଙ୍କ ଯୋଗୁ ପ୍ରତ୍ୟେକ କାମକୁ ସଫଳତାର ସହ ପୂର୍ଣ୍ଣାଙ୍ଗ କରିପାରିବେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇ ଖୁସି ହେବେ। ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
ଆଜି ସମ୍ପର୍କୀୟଙ୍କ ସହ ସାଧାରଣ କଥାରେ ସୁସମ୍ପର୍କ ରହି ନ ପାରେ। ଅତ୍ୟାବଶ୍ୟକ କାମଗୁଡ଼ିକ ଅଟକି ରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି। ଯାନବାହନ, ଜମିଜମା,ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପାରିବାରିକ ସ୍ଥିତିରେ ଉନ୍ନତି ଘଟିପାରେ।
କର୍କଟ
କର୍କଟ
ରାଶିରେ ମଙ୍ଗଳ ଅବସ୍ଥାନ କରିଥିବାରୁ କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି କାରଣରୁ ଅପେକ୍ଷାକୃତ ଅସୁବିଧା ଭୋଗିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି କୃତକାର୍ଯ୍ୟ ହେବେ। ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ।
ସି˚ହ
ସି˚ହ
ଲାଭ ସ୍ଥାନରେ ରବି ରହିଥିବାରୁ ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ଅବଶ୍ୟ ସଫଳତା ପାଇବେ। ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‌ ରୋଗଜନିତ ପୀଡ଼ା ଅନୁଭବ କରିବେ।
କନ୍ୟା
ପାପଯୁକ୍ତ ଚନ୍ଦ୍ର ଓ ବୁଧଙ୍କ ହେତୁ ସ୍ବାସ୍ଥ୍ୟ କିମ୍ବା ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ପୂର୍ବ ଯୋଜନାନୁଯାୟୀ ଆତ୍ମୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡି ଯାଇପାରେ।
ତୁଳା
ତୁଳା
ଚନ୍ଦ୍ର ପାପପ୍ରଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସାଙ୍ଗକୁ ପ୍ରତିବନ୍ଧକର ମଧ୍ୟ ସମ୍ମୁଖୀନ ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ବଭାବ ଯୋଗୁ ବିଚଳିତ ହେବାକୁ ପଡ଼ିପାରେ।
ବିଛା
ବିଛା
ରାଶିରେ ଦୁର୍ବଳଚନ୍ଦ୍ରଙ୍କ କୁପ୍ରଭାବରେ ଆଜି ଅସୁବିଧା ନଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ। ବାରମ୍ବାର ସ୍ବାସ୍ଥ୍ୟ ଖରାପ ରହୁଥିବାରୁ ତାହାର ସ୍ଥାୟୀ ସମାଧାନ କରିବା ଭଲ ହେବ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବ। ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
ଭାଗ୍ୟସ୍ଥାନକୁ ବୃହସ୍ପତିଙ୍କ ଦୃଷ୍ଟି ଯୋଗୁ ଛୋଟ ଛୋଟ କଥାକୁ ବୃହଦାକାରରେ ଚିନ୍ତାକରି ସମସ୍ୟାକୁ ବଢ଼ାଇ ଦେଇ ପାରନ୍ତି। ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରି ସଫଳ ହୋଇପାରନ୍ତି। ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ମକର
ମକର
ରାହୁ ଯୁକ୍ତ ବୁଧଙ୍କ କୋଣଭାବରେ ସ୍ଥିତି ଯୋଗୁ ସମ୍ପର୍କୀୟଙ୍କ ଦ୍ୱାରା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରସ୍ପର ମତପାର୍ଥକ୍ୟ କାରଣରୁ ପାରିବାରିକ ଶାନ୍ତି ପାଇବେ ନାହିଁ।
କୁମ୍ଭ
କୁମ୍ଭ
ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ। ରବିଙ୍କ ଶୁଭସଂସ୍ଥିତି ପ୍ରଭାବରେ ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମୀନମୀନ
ପାପଗ୍ରହ ମଧ୍ୟସ୍ଥ ଗୁରୁଙ୍କ ଯୋଗୁ ପାରିବାରିକ ସ୍ଥିତିରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଅବଶ୍ୟ ପ୍ରତିରୋଧ ଦୂରେଇଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ଜମିଜମା କାରବାର, ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର...

ରାଶିଫଳ: ଶନିବାର, ଜୁନ୍‌ ୧୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା...

ରାଶିଫଳ: ରବିବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ...

ରାଶିଫଳ: ବୁଧବାର, ଜୁନ୍‌ ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତିଙ୍କ ଗଜକେଶରୀ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର, ପାରିବାରିକସ୍ଥିତି ଓ ବାଣିଜ୍ୟବ୍ୟବସାୟର ଶୁଭଫଳ ପାଇବେ। ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ସଙ୍ଗକୁ ବନ୍ଧୁ...

ରାଶିଫଳ: ସୋମବାର, ଜୁନ୍‌ ୨୧ ତାରିଖ – Daily Horoscope

ମେଷ ଆଜି ସପ୍ତମସ୍ଥ ଚନ୍ଦ୍ରଙ୍କ ସହ ଶୁକ୍ରଙ୍କ ନବପଞ୍ଚମ ଯୋଗରୁ ଉତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ...

ରାଶିଫଳ: ବୁଧବାର, ଜୁନ୍‌ ୯ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ବୃହସ୍ପତିଙ୍କ ଯୋଗୁ କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁ ଗହଣରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ରବି ଓ ଶୁକ୍ର ଦେଖୁଥିବାରୁ ପ୍ରତ୍ୟେକ ସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ଦେଇ ଫେରି ପାଇବାର କମ୍‌...

ରାଶିଫଳ: ରବିବାର, ଜୁନ୍‌ ୬ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ହେତୁ ଆର୍ଥିକ ଦିଗ ଅନୁକୂଳ ରହିଲେ ମଧ୍ୟ କିଛି ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସବୁ ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ
Next Post Next post:
ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts