E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
7:03 pmJune 23, 2021June 28, 2021

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ ବିବାହ କରିବେ ବୋଲି ତାଙ୍କ ନିକଟତମ ମହଲରୁ ଜଣାପଡ଼ିଛି।

ସୂଚନା ମୁତାବକ, ପୁରୀ ଜିଲାର ଏକ ପ୍ରମୁଖ ତାରକା ହୋଟେଲରେ ବିଧାୟକ ବ୍ୟୋମକେଶଙ୍କ ବିବାହ ସମାରୋହ ୨ ଦିନ ଧରି ଅନୁଷ୍ଠିତ ହେବ। ଉଭୟ ପରିବାରର ସଦସ୍ୟ ଓ କିଛି ରାଜନେତାଙ୍କ ଉପସ୍ଥିତିରେ ବିବାହ କାର୍ଯ୍ୟକ୍ରମ ହେବ। ଇତି ମଧ୍ୟରେ ତାଙ୍କର ନିର୍ବନ୍ଧ ଶେଷ ହୋଇଛି। ସୂଚନାଯୋଗ୍ୟ, ବିଧାୟକ ରାୟଙ୍କ ପ୍ରଥମ ସ୍ତ୍ରୀ ନୀଳିମା ପ୍ରଧାନଙ୍କ ୨୦୨୦ ଫେବୃୟାରୀ ୩ ତାରିଖରେ ମୃତ୍ୟୁ ଘଟିଥିଲା। ବ୍ୟୋମକେଶ ଓ ନୀଳିମାଙ୍କର ଏକମାତ୍ର ଝିଅ ଅଛି। ଯାହାଙ୍କ ବୟସ ଏବେ ୫ ବର୍ଷ ବୋଲି ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All

ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ...

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...

ଯୁବ ବିଜେଡି ଉପସଭାପତି ଗିରଫ

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ...

ଗଛ ବିନା ଶ୍ରୀହୀନ ରାଜପଥ

ଢେଙ୍କାନାଳ ଅଫିସ, ୧୯।୬ ଜାତୀୟ ରାଜପଥ (ଏନ୍‌ଏଚ୍‌) ଉପରେ ନିର୍ଭର କରେ ଦେଶର ଆର୍ଥିକ ପ୍ରଗତି। ଆନ୍ତଃଜିଲା ଏବଂ ଆନ୍ତଃରାଜ୍ୟ ଗମନାଗମନ ବ୍ୟବସ୍ଥାକୁ ଉନ୍ନତ କରିବା,...

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌...

‘ୟାସ୍‌’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍‌’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର...

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜାଡେଜାଙ୍କ ପାଇଁ ଖୁସି ଖବର
Next Post Next post:
ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts