E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ
7:15 pmJune 23, 2021

ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ। ପ୍ରଥମ ଇନିଂସରେ ୩୨ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଦ୍ୱିତୀୟ ପାଳିରେ ମାତ୍ର ୧୭୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ନ୍ୟୁଜିଲାଣ୍ଡକୁ ଜିତିବା ପାଇଁ ୫୩ ଓଭରରେ ଦରକାର ୧୩୯ ରନ୍‌। ପ୍ରଥମ ଇନିଂସରେ ଭାରତ ୨୧୭ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୨୪୯ ରନ୍‌ କରିଥିଲା।

ମ୍ୟାଚ୍‌ର ୬ଷ୍ଠ ଦିନ ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର (୬୪/୨)ରୁ ବ୍ୟାଟିଂ ଆରମ୍ଭ କରିଥିବା ଭାରତ ୧୭୦ ରନ୍‌ରେ ସୀମିତ ରହିଥିଲା। ଅଧିନାୟକ ବିରାଟ କୋହଲି (୧୩), ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା (୧୫), ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ (୧୫) ଓ ରବୀନ୍ଦ୍ର ଜାଡେଜା (୧୬) ଫେଲ୍‌ ମାରିଥିଲେ। କ୍ରିଜରେ ଜମି ସାରିଥିବା ରିଷଭ ପନ୍ତ (୪୧) ବେପରୁଆ ଶଟ୍‌ ଖେଳି ଉଇକେଟ ଦାନ କରିଥିଲେ। ଶେଷ ଆଡ଼କୁ ୧୩ ରନ୍‌ର ଛୋଟିଆ ପାଳି ଖେଳିଥିଲେ ମହମ୍ମଦ ଶାମି। ନ୍ୟୁଜିଲାଣ୍ଡ ପାଇଁ ଟିମ ସୌଦି ୪, ଟ୍ରେଣ୍ଟ ବୋଲ୍ଟ ୩ ଓ ନେଲ ଓ୍ବାଗନର ୨ ଉଇକେଟ ହାତେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା...

ଉଗାଣ୍ଡା ଅଲିମ୍ପିକ ଟିମ୍‌ର ଜଣେ ସଦସ୍ୟଙ୍କୁ କରୋନା

ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍‌ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର...

ଜେଲ୍‌ରୁ ମହାନ୍‌ କ୍ରିକେଟର୍‌: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍‌

ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ...

ଶେଫାଳିଙ୍କ ବିରଳ କୃତିତ୍ୱ

ବ୍ରିଷ୍ଟଲ, ୧୯।୬-ଏଠାରେ ଚାଲିଥିବା ଏକମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ସଂଘର୍ଷ କରୁଥିଲେ ହେଁ ବ୍ୟକ୍ତିଗତ ଭାବେ ଶେଫାଳି ବର୍ମା ଚମତ୍କାର ପ୍ରଦର୍ଶନ ଅବ୍ୟାହତ...

ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ...

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସରେ ତାମାରା ଜିଡାନସେକ ଓ ପାଉଲା ବଦୋସାଙ୍କ ମଧ୍ୟରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ। ସ୍ଲୋଭାନିଆର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
Next Post Next post:
ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts