ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍ ଝଟକା ଦେଇଛନ୍ତି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରଥମେ ୧୪ ତମ ଓଭରରେ ଅଶ୍ୱିନ ନ୍ୟୁଜିଲାଣ୍ଡ ଓପନର ଟମ ଲଥାମ(୯)ଙ୍କୁ ଷ୍ଟମ୍ପ ଆଉଟ୍ କରିଥିଲେ। ଏହାପରେ ଅନ୍ୟତମ ଓପନର ଡେଭନ କନଓ୍ବେ (୧୯)ଙ୍କୁ ଏଲବିଡବ୍ଲ୍ୟୁ ଆଉଟ୍ କରି ପ୍ୟାଭିଲିଅନ ପଠାଇଛନ୍ତି ଅଶ୍ୱିନ। ଏପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ୨ ଉଇକେଟ ହରାଇ ୪୪ ରନ୍ କରିଛି। ଦଳକୁ ବଳକା ୮ ଉଇକେଟରେ ଆହୁରି ୯୫ ରନ୍ ଦରକାର।
ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍; ପଢ଼ାଇଲେ ଅସଲ କ୍ରିକେଟ ପାଠ…
ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ...
ରାଉଣ୍ଡ ଅଫ୍ ୧୬ରେ କ୍ରୋଏସିଆ: ୟୁରୋକପ୍ରୁ ସ୍କଟ୍ଲାଣ୍ଡ ଆଉଟ
ଗ୍ଲାସଗୋ,୨୪।୬: ୟୁରୋକପ୍ରେ କ୍ରୋଏସିଆ ନକ୍ଆଉଟ ପର୍ଯ୍ୟାୟକୁ ଉଠିଛି। ମଙ୍ଗଳବାର ଅନୁଷ୍ଠିତ ଗ୍ରୁପ୍ ଡି’ ମୁକାବିଲାରେ କ୍ରୋଏସିଆ ୩-୧ ଗୋଲରେ ସ୍କଟ୍ଲାଣ୍ଡକୁ ହରାଇ ଏହି ସଫଳତା ପାଇଛି।...
ପ୍ରଥମ ପାଳିରେ ମାତ୍ର ୧୫ ରନ୍ ଅଲଆଉଟ୍ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍ରେ ଜିତିଥିଲା ମ୍ୟାଚ୍: ଜାଣନ୍ତୁ କେମିତି
କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ...
ପୋଲାଣ୍ଡ ଓପନ୍ରେ ସ୍ବର୍ଣ୍ଣ ଜିତିଲେ ଭିନେଶ
ଓ୍ବାରସ, ୧୨ା୬ (ପି.ଟି.)- ଭାରତର ଷ୍ଟାର ରେସ୍ଲର ଭିନେଶ ଫୋଗତ (୫୩ କେଜି) ଏଠାରେ ଚାଲିଥିବା ପୋଲାଣ୍ଡ ଓପନ୍ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଚଳିତ...
ଉଗାଣ୍ଡା ଅଲିମ୍ପିକ ଟିମ୍ର ଜଣେ ସଦସ୍ୟଙ୍କୁ କରୋନା
ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...
ୟୁରୋ କପ୍ ଫୁଟ୍ବଲ: ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଡ୍ର
ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍ର ଟପ୍ ସ୍କୋରର ହାରି କେନ୍ ଏଠାରେ ଇଂଲଣ୍ଡ...
ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍ ଷ୍ଟାର; ଫଟୋ ଶେୟାର କରି..
ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ...
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ
ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍ ହୋଇଛି। ହାପେନ୍ଡହ୍ବାଟ୍...


