E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍‌ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ
10:41 pmJune 23, 2021

ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ ବିସମାୟା ନାୟର ହ୍ବାଟ୍ସଆପ୍‌ ମେସେଜ ଜରିଆରେ ସ୍ବାମୀଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଥିଲେ। ତାଙ୍କ ସ୍ବାମୀ କିରନ କୁମାରଙ୍କୁ ଗିରଫ କରାଯାଇଛି।

ତାଙ୍କ ହ୍ବାଟ୍ସଆପ ମେସେଜ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଘଟଣାର ନିନ୍ଦା କରିବା ସହ ସ୍ବତନ୍ତ୍ର ଅଫିସର ଦ୍ୱାରା ତଦନ୍ତ କରାଯିବ ବୋଲି ଘୋଷଣା କରିଥିଲେ। କୋଲାମ ସ୍ଥିତ ସ୍ବାମୀଙ୍କ ଘର ବାଥରୁମରୁ ଝୁଲନ୍ତା ଅବସ୍ଥାରେ ବିସମାୟାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ପଦାକୁ ଆସିବା ପରେ ୩୦ ବର୍ଷୀୟ କିରନଙ୍କୁ ଚାକିରିରୁ ବରଖାସ୍ତ କରିଛି ରାଜ୍ୟ ପରିବହନ ବିଭାଗ।

ବିସମାୟା ଓ କିରନ ଗତବର୍ଷ ଜୁନରେ ବିବାହ କରିଥିଲେ। ପୀଡ଼ିତାଙ୍କ ବାପାଙ୍କ ଅନୁଯାୟୀ, ଯୌତୁକ ବାବଦକୁ ୧୦୦ ସ୍ବର୍ଣ୍ଣ ମୂଦ୍ରା, ଏକ ଏକର ଜମୀ, ୧୦ ଲକ୍ଷ ଟଙ୍କାର କାର୍‌ ଦେଇଥିଲେ। ଆହୁରି ଯୌତୁକ ଦାବିରେ ଝିଅକୁ ନିର୍ଯାତନା ଦେଉଥିଲେ କିରନ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ଏଠି ମାରିବି ଶ୍ମଶାନରେ ପଡ଼ିବ

କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି

ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି।...

କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍‌ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ...

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର
Next Post Next post:
କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts