E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାରତ ହାତକୁ ଆସୁନି ଆଇସିସି ଟ୍ରଫି
11:36 pmJune 23, 2021

ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା ସେମିଫାଇନାଲରେ ଖେଳିଆସୁଛି। ହେଲେ ହାତକୁ ଆସୁନି ଆଇସିସି ଟ୍ରଫି। ୨୦୧୪ରେ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଶ୍ରୀଲଙ୍କାଠାରୁ ପରାସ୍ତ ହୋଇଥିଲା ମହେନ୍ଦ୍ର ସିଂ ଧୋନୀଙ୍କ ଟିମ୍‌ ଇଣ୍ଡିଆ। ତା’ର ପରବର୍ଷ ଭାରତୀୟ ଦଳ ଆଇସିସି ଦିନିକିଆ ବିଶ୍ୱକପ୍‌ ସେମିଫାଇନାଲରେ ପହଞ୍ଚିଥିଲା। କିନ୍ତୁ ଅଷ୍ଟ୍ରେଲିଆଠାରୁ ପରାଜୟ ପରେ ଶେଷ ହୋଇଥିଲା ଧୋନୀଙ୍କ ନେତୃତ୍ୱାଧୀନ ଦଳର ଅଭିଯାନ।

ଦୁଇ ବର୍ଷ ପରେ ବଦଳି ଥିଲେ ଭାରତୀୟ ଦଳର ଅଧିନାୟକ। ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତ ୨୦୧୭ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପାକିସ୍ତାନଠାରୁ ଧୂଳି ଚାଟିଥିଲା। ୨୦୧୯ ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନକୁ ସେମିଫାଇନାଲରେ ବାଧା ଦେଇଥିଲା ନ୍ୟୁଜିଲାଣ୍ଡ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

‘ଦି ହଣ୍ଡ୍ରେଡ୍‌’ରେ ଖେଳିବେ ୫ ଭାରତୀୟ

ଲଣ୍ଡନ, ୧୦।୬- ୟୁକେରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଛି ‘ଦି ହଣ୍ଡ୍ରେଡ’ମହିଳା କ୍ରିକେଟ ଟୁର୍ନାମେଣ୍ଟ। ଏଥିରେ ୫ ଭାରତୀୟ ମହିଳା ଖେଳାଳି ଅଂଶଗ୍ରହଣ...

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା...

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ

ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...

ମିଲ୍‌ଖାଙ୍କ ନାମରେ ଚେୟାର

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍‌ସ ୟୁନିଭର୍ସିଟିରେ ମିଲ୍‌ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା...

ଭେନିଜୁଏଲା- ଇକ୍ୱେଡର ମ୍ୟାଚ୍‌ ଡ୍ର

ରିଓ ଡି ଜେନିରୋ,୨୨।୬: କୋପା ଆମେରିକାରେ ସୋମବାର ଗୁପ୍‌ ବି’ରେ ଖେଳାଯାଇଥିବା ଅନ୍ୟଏକ ମ୍ୟାଚରେ ଭେନିଜୁଏଲା ଓ ଇକ୍ୱେଡର ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି...

ଜେଲ୍‌ରୁ ମହାନ୍‌ କ୍ରିକେଟର୍‌: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍‌

ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ...

ମନ ଭାଙ୍ଗିଦେଲା ବର୍ଷା

ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି...

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର
Next Post Next post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts