E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରଥ ଯାତ୍ରା, ରାଜ୍ୟ

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
8:17 amJune 24, 2021

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର ପୋଛା ଶେଷ ହୋଇଥିବା ବେଳେ ୧୦୮ ସୁବାସିତ ଗରା ଜଳରେ ସ୍ନାନ କରିବେ ଶ୍ରୀଜିଉ। ଚଳିତ ଥର ମଧ୍ୟ କରୋନା କଟକଣା ପାଇଁ ବିନା ଭକ୍ତରେ ହେଉଛି ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ, ତା’ପରେ ବଡ଼ ଠାକୁର ବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷରେ ଆସି ସ୍ନାନବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନୀତି ର୍ନିଘଣ୍ଟ ଅନୁସାରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତିକାନ୍ତି ଚାଲିଛି। ସକାଳ ସାଢ଼େ ୭ଟାରୁ ସାଢ଼େ ୯ଟା ଭିତରେ ଜଳବିଜେ ସହ ସମ୍ପନ୍ନ ହେବ ସ୍ନାନ ବିଧି। ସାଢ଼େ ୧୦ଟାରେ ଛେରା ପହଁରା ପାଇଁ ସମୟ ଧାର୍ଯ୍ୟ ହୋଇଛି। ତେବେ ଗତବର୍ଷ ଭଳି ଏଥର ବି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଛେରାପହଁରା ପାଇଁ ଗଜପତି ମହାରାଜା ଆସିବେନି। ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ କରିବେ ଛେରାପହଁରା ନୀତି।ଏହାପରେ ମଧ୍ୟାହ୍ନ ୧୧ଟାରୁ ୧୨ଟା ଭିତରେ ଅନୁଷ୍ଠିତ ହେବ ଠାକୁରଙ୍କ ହାତୀବେଶ ଓ ସନ୍ଧ୍ୟା ୫ଟାରୁ ୮ଟା ଭିତରେ ବାହୁଡ଼ା ପହଣ୍ଡି କରାଯିବ।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରଥ ଯାତ୍ରା, ରାଜ୍ୟ View All

ସିଏମ୍‌ସି ଟିକାକରଣ ପ୍ରହସନ

କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର,...

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

୨୫୮ ବିଦ୍ୟାଳୟରେ ‘ଷ୍ଟେମ୍‌’ ଶିକ୍ଷାର ଶୁଭାରମ୍ଭ

ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍‌ ପକ୍ଷରୁ ‘ଷ୍ଟେମ୍‌’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ...

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁରୋକପ୍‌ ଫୁଟ୍‌ବଲ: ଚେକ୍‌ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ
Next Post Next post:
ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts