ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହି ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଉତ୍ପନ୍ନ ହୋଇଛି। ଏହି କାରଣରୁ ଜାଣିଶୁଣି ଚାଇନା କରୋନା ଭାଇରସ୍ ଛାଡିଥିବା ସାରା ବିଶ୍ୱରେ ଆଲୋଚନା ହେଉଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ବିବାଦୀୟ ଲ୍ୟାବକୁ ଚାଇନା ପୁରସ୍କାର ପାଇଁ ମନୋନୀତ କରିଛି।
କୋଭିଡ-୧୯ ଉପରେ ଉତ୍କୃଷ୍ଟ ଗବେଷଣା କରିବା ଦିଗରେ କରାଯାଇଥିବା ପ୍ରୟାସ ପାଇଁ ଉହାନ ଲ୍ୟାବ୍କୁ ଚାଇନାର ଏକାଡେମୀ ଅଫ ସାଇନ୍ସ ଦ୍ୱାରା ମନୋନୀତ କରାଯାଇଛି। ଚାଇନାର ଏକାଡେମୀ ଅଫ ସାଇନ୍ସ କହିଛି ଯେ, ଉହାନ ଲ୍ୟାବ ଦ୍ୱାରା କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଅନୁସନ୍ଧାନ ହେତୁ ଏହା କରୋନା ଭୁତାଣୁର ଉତ୍ପତ୍ତି, ମହାମାରୀ ବିଜ୍ଞାନ ଏବଂ ଏହାର ରୋଗ ସମ୍ବନ୍ଧୀୟ ଯାନ୍ତ୍ରିକ କୌଶଳ ବୁଝିବାରେ ସାହାଯ୍ୟ କରିଛି। ଫଳସ୍ବରୂପ, କରୋନା ଭୂତାଣୁ ବିରୁଦ୍ଧରେ ଔଷଧ ଏବଂ ଟିକା ତିଆରି ପାଇଁ ରାସ୍ତା ସଫା ହୋଇଥିଲା। ଏଥି ସହିତ, ଉହାନ ଲ୍ୟାବ ମହାମାରୀର ବିସ୍ତାର ତଥା ରୋକିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ଏବଂ ବୈଷୟିକ ସହାୟତା ପ୍ରଦାନ କରିଥିଲା। ଏକାଡେମୀ ଅନୁଯାୟୀ, ଉହାନ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜିର ଅନୁସନ୍ଧାନ କରୋନା ମହାମାରୀ ରୋକିବା ଏବଂ କରୋନା ଟିକା ସୃଷ୍ଟି ଦିଗରେ ଏକ ଅଦ୍ୱିତୀୟ ଅବଦାନ ରଖିଛି।
Posted inଅନ୍ତର୍ଜାତୀୟ View All
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...
୧୧ ସହ ଗୁଣନର ସରଳ ଟ୍ରିକ୍
ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...
୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…
ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...
ସ୍ପେସ୍ ଷ୍ଟେଶନରେ ସୋଲାର ପ୍ୟାନେଲ
ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ...
ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର
ଓ୍ବାଶିଂଟନ୍,୧୫।୬: ଡୁଡଲ ଫର୍ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...
କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍ସି
ନୂଆଦିଲ୍ଲୀ,୯।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ଡୋମିନିକା ଦେଇ କ୍ୟୁବା ଖସି ପଳାଇବାକୁ ଯୋଜନା କରିଥିଲେ। ତାଙ୍କ ଗର୍ଲଫ୍ରେଣ୍ଡ ବାରବାରା ଜାବାରିକା ବୁଧବାର...
ବିମାନ ଦୁର୍ଘଟଣାରେ ୭ ମୃତ
ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ...
ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ...


