E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଟିକା ପାଇଁ କମ୍ପାନୀ ରିହାତି
9:57 amJune 24, 2021

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା ଲାଗି ବିଭିନ୍ନ କମ୍ପାନୀ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ଯେଉଁମାନେ କୋଭିଡ୍‌ ଟିକାର ଡବଲ ଡୋଜ୍‌ ନେଇଛନ୍ତି, ସେମାନଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ ମୂଳ ଭଡ଼ାରେ ୧୦ ପ୍ରତିଶତ ରିହାତି ଦେବ ବୋଲି କହିଛି। ସେହିପରି ଫାଷ୍ଟଫୁଡ୍‌ କମ୍ପାନୀ ମାକ୍‌ଡୋନାଲ୍ଡର ଭାରତୀୟ ଶାଖା ମିଲ୍‌ ଉପରେ ୨୦% ରିହାତି ଦେଉଛି। ହୋମ୍‌ ଆପ୍ଲିଆନ୍ସ ନିର୍ମାତା ଗଡ୍‌ରେଜ ଟିକା ନେଇଥିବା ଗ୍ରାହକମାନଙ୍କୁ ଏହାର ଉତ୍ପାଦ ଉପରେ ଅଧିକ ଓ୍ବାରେଣ୍ଟି ଦେଉଛି। ଏଥିପାଇଁ ଗ୍ରାହକଙ୍କୁ ଟିକା ସାର୍ଟିଫିକେଟ ଦେଖାଇବାକୁ ହେବ। ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅନୂ୍ୟନ ଗୋଟିଏ ଡୋଜ୍‌ ଟିକା ନେଇଥିବା ଏହାର ଗ୍ରାହକମାନଙ୍କୁ ଜମାରାଶି ଉପରେ ଅଧିକ ସୁଧ ଦେଉଛି। ଏହା ସତ୍ତ୍ୱେ ଭାରତରେ ଟିକାଦାନ ହାର ଯଥେଷ୍ଟ କମ୍‌ ରହିଛି। ବର୍ତ୍ତମାନ ସୁଦ୍ଧା ମାତ୍ର ୨୯ କୋଟିରୁ ସାମାନ୍ୟ ଅଧିକ ଡୋଜ୍‌ ଦିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି...

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌...

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌...

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୭ ଜିଲାରେ ନିଅଣ୍ଟିଆ ବର୍ଷା
Next Post Next post:
ସ୍ନାନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts