E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଲଜ୍ଜାଜନକ ରେକର୍ଡ: ୪୨ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା ଭାରତୀୟ ଦଳ
9:59 amJune 24, 2021

୪୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ଟେଷ୍ଟ ମ୍ୟାଚ ଏକ ଇନିଂସ ଏବଂ ୨୮୫ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଥିଲା। ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ବିପକ୍ଷରେ ଭାରତ ମାତ୍ର ୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ସେତେବେଳେ ଟେଷ୍ଟ କ୍ରିକେଟରେ ଏହା ଭାରତର ସର୍ବନିମ୍ନ ସ୍କୋର ଥିଲା। ତେବେ ଗତ ବର୍ଷ ଅଷ୍ଟ୍ରେଲିଆର ଆଡିଲେଡରେ ଭାରତର ସର୍ବନିମ୍ନ ରନ ରେକର୍ଡ ଭାଙ୍ଗି ଯାଇଥିଲା। ଏହି ଟେଷ୍ଟରେ ମାତ୍ର ୩୬ ରନ୍‌ରେ ସୀମିତ ହୋଇଯାଇଥିଲା। ୱାଡେକରଙ୍କ ଦଳରେ ସୁନୀଲ ଗାଭାସ୍କର, ଗୁଣ୍ଡାପ୍ପା ବିଶ୍ୱନାଥ, ମଦନ ଲାଲ, ବିଶନ୍‌ ସିଂ ବେଦୀ, ଏରାପଲ୍ଲୀ ପ୍ରସନ୍ନ ଏବଂ ଭାଗବତ ଚନ୍ଦ୍ରଶେଖରଙ୍କ ପରି ଭେଟେରାନ ଖେଳାଳି ଉପସ୍ଥିତ ଥିଲେ ମଧ୍ୟ ଦଳ ୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଥିଲା। ଏହାପରେ ଅଜିତ ଓ୍ବାଡେକର ଟେଷ୍ଟରୁ ସନ୍ୟାସ ନେଇଥିଲେ।

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ...

ପୃଥ୍ବୀ ଶ’ଙ୍କ ବେଡ୍‌ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ

ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା...

ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ

ସାଉଥାମ୍ପଟନ୍‌,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ...

ପାକିସ୍ତାନର ଏହି ପୂର୍ବ ଅଲରାଉଣ୍ଡର କହିଲେ,‘ବ୍ୟସ୍ତ ଥିବା ସତ୍ତ୍ୱେ ମୋ ବିବାହରେ ଯୋଗ ଦେଇଥିଲେ ଗାଙ୍ଗୁଲି…

ନୂଆଦିଲ୍ଲୀ,୧୨।୬: ସୌରଭ ଗାଙ୍ଗୁଲି ଜଣେ ନମ୍ର ବ୍ୟକ୍ତି। ବ୍ୟସ୍ତବହୁଳ ଜୀବନଶୈଳୀ ସତ୍ତ୍ୱେ ବିବାହରେ ଯୋଗ ଦେଇଥିଲେ । ହେଲେ ଅନେକ ପ୍ରଶଂସକ ଏ ବିଷୟରେ ଜାଣିଥିବେ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ପ୍ୟାରିସ୍‌,୨।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ମଙ୍ଗଳବାର ତୃତୀୟ ଦିବସରେ ପହଞ୍ଚିଛି। ଉଭୟ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଅଗ୍ରଗତି...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

ଡବ୍ଲୁଟିସି ଫାଇନାଲ୍‌ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍‌ ରାଶି ଠାରୁ ବି କମ୍‌

ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ...

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ନାନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି
Next Post Next post:
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍‌ଙ୍କ ଇସ୍ତଫା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts