ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ ସଂସ୍ଥା ବିଲ୍ ଆଣ୍ଡ୍ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନକୁ ପୂର୍ବପରି ଚଲାଇବାକୁ ଉଭୟେ ନିଷ୍ପତ୍ତି ନେଇଥିଲେ। ଫାଉଣ୍ଡେଶନରେ ଟ୍ରଷ୍ଟି ଥିବା ଆମେରିକୀୟ ବ୍ୟବସାୟୀ, ନିବେଶକ ତଥା ଓ୍ବର୍କଶାୟାର ହାଥାଓ୍ବେର ସିଇଓ ଓ୍ବାରେନ ବଫେଟ୍ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଗେଟ୍ସ ଦମ୍ପତି ପରସ୍ପରଠାରୁ ଅଲଗା ହେବା ପରେ ଉକ୍ତ ଫାଉଣ୍ଡେଶନରେ ଅସ୍ଥିରତା ବଢ଼ିଥିବାବେଳେ ୯୦ ବର୍ଷୀୟ ବଫେଟ୍ ସେଥିରୁ ବାହାରି ଯାଇଥିବା ବୁଧବାର ଘୋଷଣା କରିଛନ୍ତି। ଗତ ୧୫ ବର୍ଷ ମଧ୍ୟରେ ବଫେଟ୍ ୨୭ ବିଲିୟନ ଡଲାରରୁ ଅଧିକ ଅର୍ଥ ଦାନ କରିଛନ୍ତି।
Posted inଅନ୍ତର୍ଜାତୀୟ View All
୩୩୦ କୋଟି ଦେଲେ ସ୍କଟ୍
ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍ ବେଜୋସ୍ଙ୍କ ପୂର୍ବତନ ସ୍ତ୍ରୀ ମାକ୍କେଞ୍ଜି ସ୍କଟ୍ ୪୫ ମିଲିୟନ ଡଲାର (ପ୍ରାୟ ୩୩୦...
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ...
ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି
ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ...
ବାହାର ଲୋକଙ୍କୁ ହଜ୍ ମନା: ସାମିଲ ହେବେ ୬୦ ହଜାର ଲୋକ
ଦୁବାଇ,୧୨ା୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସାଉଦି ଆରବରେ ଅନୁଷ୍ଠିତ ହେବାକୁ ଥିବା ମୁସଲମାନ ସମ୍ପ୍ରଦାୟର ପବିତ୍ର ହଜ୍ ତୀର୍ଥଯାତ୍ରାରେ ୬୦ ହଜାର...
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ...
ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…
ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭...
କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ
ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର...


