ବ୍ୟବସାୟୀ ନିଖିଲ ଜୈନଙ୍କ ସହ ବିବାହ ଭାରତୀୟ ଆଇନ ଅନୁସାରେ ବୈଧ ନୁହେଁ ବୋଲି ଟିଏମ୍ସି ଏମ୍ପି ନୁସ୍ରତ ଜହାଁ କହିବା ପରଠାରୁ ବିବାଦ ଘନେଇବାରେ ଲାଗିଛି। ଶଙ୍ଖା ସିନ୍ଦୂର ପିନ୍ଧି ଜଣେ ବ୍ୟକ୍ତିଙ୍କୁ ସ୍ବାମୀ ମାନିବା ପରେ ନିଜକୁ ଅବିବାହିତା କହି ଦେଇ ନୁସ୍ରତ ଭାରତୀୟ ସଂସ୍କୃତିକୁ ଅପମାନିତ କରିଥିବା ପଶ୍ଚିମବଙ୍ଗର ଭାଜପା ସଭାପତି ଦିଲୀପ ଘୋଷ ସମାଲୋଚନା କରିଛନ୍ତି। ଏଥିସହ ନୁସ୍ରତ ପାର୍ଲାମେଣ୍ଟରେ ମିଥ୍ୟା ପ୍ରମାଣପତ୍ର ରଖିଥିବାରୁ ତାଙ୍କ ବିରୋଧରେ ବାଚସ୍ପତି ଓମ୍ ବିର୍ଲା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଭାଜପା ଏମ୍ପି ସଂଘମିତ୍ରା ମୌର୍ଯ୍ୟ ଚିଠି ଲେଖିଛନ୍ତି। ତୁର୍କୀ ରୀତିନୀତି ଅନୁଯାୟୀ ବିବାହ ହୋଇଥିବାରୁ ଭାରତରେ ତାହାକୁ ‘ଲିଭ୍-ଇନ୍’ ରିଲେଶନ କୁହାଯିବ ବୋଲି ଜୁନ ୯ରେ ନୁସ୍ରତ କହିଥିଲେ। ନୁସ୍ରତ ଏବେ ଗର୍ଭବତୀ ଥିବାବେଳେ ପିଲାର ବାପା ସେ ନୁହନ୍ତି ବୋଲି ନିଖିଲ ପୂର୍ବରୁ କହିଛନ୍ତି।
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...
ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…
ନୂଆଦିଲ୍ଲୀ,୨୬।୬: ସରକାରୀ ବାବୁମାନେ କେବଳ ବନ୍ଦ କୋଠରୀରେ ନ ବସି ଗରିବଙ୍କ ପାଖରେ ପହଞ୍ଚି ସେମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି କେନ୍ଦ୍ରୀୟ ମନ୍ତ୍ରୀ ଜିତେନ୍ଦ୍ର...
ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା...
ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ
ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...
ଆଇସିୟୁରେ ଭର୍ତ୍ତି ହେଲେ ମିଲ୍ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...
ସାବଧାନ ! ମିଛ ହ୍ବାଟସ୍ଆପ୍ ମେସେଜ୍ରେ ମୋବାଇଲ୍ରେ ଭାଇରସ୍ ପ୍ରବେଶ ଆଶଙ୍କା…
ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍ଆପ୍ ମେସେଜ୍ ମୋବାଇଲ୍ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା...
ଡାବର ଟୁଥ୍ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍ଏମ୍ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...
ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ
ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ...


