ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ ତେରା ସାମ୍ନେ ହାଏ’ ଶୀର୍ଷକ ଗୀତଟିର ରଚନା କରିଛନ୍ତି ଓ ଗାଇଛନ୍ତି ମୋହିତ ଚୌହାନ। ଭାରତୀୟ ଅଲିମ୍ପିକ ଆସୋସିଏଶନ ଇଭେଣ୍ଟର ଆୟୋଜନ କରିଥିବାବେଳେ ଏଥିରେ ଏହାର ସଭାପତି, ସାଧାରଣ ସମ୍ପାଦକ, ଡେପୁଟି ଚିଫ୍ ଡି’ ମିଶନ, କ୍ରୀଡ଼ା ସଚିବ ଓ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ପ୍ରମୁଖ ଯୋଗ ଦେଇଥିଲେ। ଗେମ୍ସ ଜୁଲାଇ ୨୩ରୁ ଆରମ୍ଭ ହେବ। ଏଥିରେ ଭାରତର ୧୦୦ରୁ ଅଧିକ ଆଥ୍ଲେଟ ଭାଗ ନେବେ।
ପର୍ତ୍ତୁଗାଲ-ଫ୍ରାନ୍ସ ମ୍ୟାଚ୍ ଡ୍ର: ରୋନାଲ୍ଡୋ ରେକର୍ଡ ସମକକ୍ଷ
ବୁଦାପେଷ୍ଟ,୨୫।୬: ୟୁରୋକପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ରାଉଣ୍ଡ ଅଫ୍ ୧୬ କାର୍ଯ୍ୟସୂଚୀ ସ୍ପଷ୍ଟ ହୋଇଛି। ଶନିବାରଠାରୁ ନକ୍ଆଉଟ ପର୍ଯ୍ୟାୟ ଆରମ୍ଭ ହେବ। ଗ୍ରୁପ୍ ଏଫ୍’ରେ ପର୍ତ୍ତୁଗାଲ ଓ...
୨ଟି ବଲ୍ରୁ ବିସ୍ଫୋରକ ୨୧ ରନ୍ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ...
ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ...
ଦୋହାରେ ଭାରତୀୟ ମିଡ୍ ଫିଲ୍ଡର ଅନିରୁଦ୍ଧଙ୍କୁ କରୋନା
ନୂଆଦିଲ୍ଲୀ, ୬ା୬ (ପି.ଟି.)- ଭାରତୀୟ ଫୁଟ୍ବଲ ଦଳର ମିଡ୍ଫିଲ୍ଡର ଅନିରୁଦ୍ଧ ଥାପା କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍ ଟେଷ୍ଟରୁ ପଜିଟିଭ ଜଣାପଡ଼ିବା ପରେ ଦୋହାସ୍ଥିତ ଟିମ୍...
ଜାପାନରୁ ଫେରିଲେନି ମ୍ୟାନ୍ମାର ଫୁଟ୍ବଲର
ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍ମାର ଜାତୀୟ ଫୁଟ୍ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି...
ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…
ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍ରେ ହାର୍ଦ୍ଦିକ ପାଣ୍ଡ୍ୟା...
ଦଳୀୟ ଏକାଦଶ ପାଇଁ ଚିନ୍ତାରେ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ, ୧୦।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲର ୮ ଦିନ ପୂର୍ବରୁ ଅଭ୍ୟାସ ଆରମ୍ଭ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍...
ଫ୍ରେଞ୍ଚ୍ ଓପନ ଟେନିସ: ଜୋକୋଭିଚ୍-ବେରେଟିନି କ୍ୱାର୍ଟର ଫାଇନାଲ
ପ୍ୟାରିସ, ୮।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସର କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି ନମ୍ବର ଓ୍ବାନ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍। ୪ର୍ଥ ରାଉଣ୍ଡରେ...


