ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର ମଙ୍ଗଳ, ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି ମହାରାଜା ଦିବ୍ୟସିଂହ ଦେବ।
ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି...
ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ...
ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି
ଛତ୍ରପୁର,୮।୬(ଡି.ଏନ୍.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ...
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ...
ବିନା ନମୁନାରେ ଜାଣିହେବ ରକ୍ତଶୂନ୍ୟତା, ସର୍କରା ସ୍ଥିତି
ଭୁବନେଶ୍ୱର, ୮।୬(ବ୍ୟୁରୋ): ଏଣିକି ବିନା ରକ୍ତ ନମୁନା ପରୀକ୍ଷାରେ ଜାଣିହେବ ଶରୀରର ରକ୍ତଶୂନ୍ୟତା ଓ ରକ୍ତ ସର୍କରାର ସ୍ଥିତି। ଏଥିସହିତ ଯକୃତ, ଫୁସ୍ଫୁସ୍ ଓ ବୃକକ୍ରେ...
କାଳ ହେଲା ମର୍ନିଂ ଓ୍ବାକ୍
ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...
ୟାସ୍ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି
ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ...


