ବଲିଉଡ୍ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ କୁନ୍ଦ୍ରା ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ସେ ଅନେକ ସମୟରେ ଯୋଗ କିମ୍ବା ରୋଷେଇ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରନ୍ତି। ୪୬ ବର୍ଷ ବୟସରେ ମଧ୍ୟ ଶିଳ୍ପା ନିଜ ଫିଟନେସକୁ ନେଇ ବେଶ୍ ଚର୍ଚ୍ଚାରେ ଥା’ନ୍ତି। କିନ୍ତୁ ଆପଣ ଜାଣନ୍ତି କି ଏହି ଫିଟନେସ ହେତୁ ଶିଳ୍ପା ଏକ ୧୦ କୋଟିର ବିଜ୍ଞାପନ ଅଫରକୁ ମନା କରିଦେଇଛନ୍ତି। ୨୦୧୯ରେ, ଏକ ନିର୍ଦ୍ଦିଷ୍ଟ ବ୍ରାଣ୍ଡ ଶିଳ୍ପାଙ୍କୁ ସ୍ଲିମିଂ ବଟିକା ବିଜ୍ଞାପନ ଦେବା ପାଇଁ ଅଫର୍ ଦେଇଥିଲା। ଏହି ବିଜ୍ଞାପନ ପାଇଁ ଶିଳ୍ପାଙ୍କ ୧୦ କୋଟି ଟଙ୍କାର ଅଫର ଦିଆଯାଇଥିଲା କିନ୍ତୁ ଶିଳ୍ପା ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। କାରଣ ଶିଳ୍ପା ଏହିପରି ବଟିକା ବ୍ୟବହାର କରିବାକୁ ଫିଟନେସ ପାଇବାକୁ ପସନ୍ଦ କରନ୍ତି ନାହିଁ ଏବଂ ସେ ଏହି ଭୁଲ ଜିନିଷକୁ ପ୍ରୋତ୍ସାହିତ କରିବାକୁ ଚାହଁୁ ନ ଥିଲେ। ସେଥିପାଇଁ ସେ ସେହି ଅଫର୍କୁ ପ୍ରତ୍ୟାଖ୍ୟାନ କରିଥିଲେ।
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...
ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ...
ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…
ବମ୍ବେ: ବଲିଉଡ୍ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍ଷ୍ଟୋରୀ କୌଣସି ସିନେମାଠାରୁ କମ୍ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା...
ସାବ୍ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ
ମୁମ୍ବାଇ,୧୮।୬: ଟେଲି ସିରିୟଲ୍ର ପପୁଲାର ଶୋ’କ୍ରାଇମ୍ ପେଟ୍ରୋଲ ଓ ସାବ୍ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...
ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା
ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...
କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର
ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...
ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’
ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍ ବସ୍-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...
ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍ ଧକ୍ ଗର୍ଲ ମାଧୁରୀ, କାରଣ ଜାଣିଲେ..
ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍ ବିଙ୍କ...


