ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି। ଫାଇନାଲ ହାରିଯିବା ପରେ ବିରାଟ କୋହଲି ଦଳର ଭୁଲ ବିଷୟରେ ଉଲ୍ଲେଖ କରିଥିଲେ କିନ୍ତୁ ଏହି ମ୍ୟାଚରେ ଏକାଦଶ ଚୟନକୁ ନେଇ ପଶ୍ଚାତାପ ନାହିଁ ବୋଲି କହିଥିଲେ। ମ୍ୟାଚ ପରେ ବିରାଟ କୋହଲି କହିଛନ୍ତି ଯେ, ଫାଇନାଲ୍ର ଗୋଟିଏ ଦିନ ପୂର୍ବରୁ ଏକାଦଶ ଖେଳିବା ଘୋଷଣା କରିଥିବାରୁ ସେ କୌଣସି ଦୁଃଖିତ ନୁହଁନ୍ତି। କାରଣ ତୁମ ଦଳରେ ସର୍ବଦା ଅଲରାଉଣ୍ଡର ଦରକାର। ଆମ ଦଳର କିଛି ବ୍ୟାଟ୍ସମ୍ୟାନ୍ ରନ୍ କରିବାରେ ବିଫଳ ହୋଇଥିଲେ ତେଣୁ ଆମେ ପରାଜୟର ସାମ୍ନା କରିଥିଲୁ ବୋଲି କହିଛନ୍ତି। ତାଙ୍କ ଦଳ ୩୦ରୁ ୪୦ ରନ କମ ସ୍କୋର କରିଛି। ବିରାଟ କୋହଲି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପକୁ ଟେଷ୍ଟ କ୍ରିକେଟ ପାଇଁ ସର୍ବୋତ୍ତମ ଟୁର୍ନାମେଣ୍ଟ ବୋଲି ବର୍ଣ୍ଣନା କରିଛନ୍ତି। ଏହାସହ ସେ କହିଛନ୍ତି, ଟେଷ୍ଟ କ୍ରିକେଟ ହେଉଛି ହୃଦସ୍ପନ୍ଦନ ଏବଂ ଏହି ଟୁର୍ନାମେଣ୍ଟ ଆରମ୍ଭ କରି ଆଇସିସି ବହୁତ ଭଲ କାମ କରିଛି।
ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ
ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ...
ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ
ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ...
ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା
ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି...
ପାରାଗୁଏଠାରୁ ହାରିଲା ବଲିଭିଆ
ରିଓ ଡି ଜାନେଇରୋ,୧୬।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ସୋମବାର ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍ରେ ପଛରେ ଥାଇ ପ୍ରତ୍ୟାବର୍ତ୍ତନ କରି ପାରାଗୁଏ ୩-୧ ଗୋଲରେ...
ଫ୍ରେଞ୍ଚ୍ ଓପନ ଟେନିସ୍: ଚତୁର୍ଥ ରାଉଣ୍ଡରେ ଜୋକୋଭିଚ୍, ନାଡାଲ
ପ୍ୟାରିସ୍,୬।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍ ଓପନ ଶନିବାର ସପ୍ତମ ଦିବସରେ ପ୍ରବେଶ କରିଛି। ପୁରୁଷ ସିଙ୍ଗଲ୍ସରେ ଟପ୍ସିଡ୍ ସର୍ବିୟାର ନୋଭାକ ଜୋକୋଭିଚ୍, ତୃତୀୟ...
ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ଜିତିବ ବିରାଟବାହିନୀ
ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...
ଫ୍ରେଞ୍ଚ୍ ଓପନ ଟେନିସ: ଜିଡାନସେକ୍ ସେମିଫାଇନାଲରେ
ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ...
ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଏକାଦଶ ଘୋଷଣା: ଏହିସବୁ ଖେଳାଳି ବାଦ୍ ପଡିଲେ
ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ।...


