ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ ଭକ୍ତଙ୍କୁ ଭର୍ଚୁଆଲ ଦର୍ଶନ ଦେଇଛନ୍ତି। କରୋନା ମହାମାରୀ ଯୋଗୁ ଅଗଣିତ ଦର୍ଶକ ଏ ମନୋରମ ଦୃଶ୍ୟ ଘରେ ରହି ଦେଖିଛନ୍ତି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍ଦାର ଯାଞ୍ଚ
ବୁଗୁଡ଼ା,୧୩ା୬(ଡି.ଏନ୍.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର...
ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର
ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର...
ନବମ, ଦଶମ ଶ୍ରେଣୀ ସିଲାବସ୍ କମିବ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍...
୨୩ ଦିନରେ ୧୫୬.୬ମି.ମି ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ...
ଚିନ୍ତା ବଢ଼ାଇଛି ଚୋରା ବନ୍ଧୁକ
ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲାରେ ସକ୍ରିୟ ହୋଇଉଠିଛନ୍ତି ଅପରାଧୀ ଗୋଷ୍ଠୀ। କଥା କଥାରେ ଫୁଟୁଛି ବୋମା। ହେଉଛି ଗୁଳିମାଡ଼। ଗୋଷ୍ଠୀ ସଂଘର୍ଷରେ ଗଡୁଛି...
ଧାରଣା ଦେଲେ ପରିବାର
ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା...
ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ।...
ଏଥର ବି ଲକ୍ଡାଉନ୍ରେ କଟିବ ରଜ; ଅନ୍ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍ ହ୍ବିଲ୍’
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍ଡାଉନ୍ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ...


