ଛତ୍ରପୁର,୨୪ା୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି, ସୋରଡ଼ା, କବିସୂର୍ଯ୍ୟନଗର, ଦିଗପହଣ୍ଡି, ଜଗନ୍ନାଥପ୍ରସାଦ, ଗଞ୍ଜାମ, ପୋଲସରା ଓ ବେଗୁନିଆପଡ଼ା ରହିଛି। ଏଥିସହ ଅଧିକାଂଶ ବ୍ଲକର ହେଡ୍କ୍ୱାର୍ଟର ସହରାଞ୍ଚଳରେ ଟିକା ଦିଆଯାଉଥିବା ବେଳେ ଗ୍ରାମାଞ୍ଚଳର ଟିକା କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ଫଳରେ ଲୋକଙ୍କୁ ଏହା ନିରାଶ କରିଛି। ଅପରପକ୍ଷରେ ଟିକା ନେବା ପାଇଁ କେନ୍ଦ୍ର ସମ୍ପର୍କରେ ପ୍ରତିଦିନ ସାରେ ଅପଡେଟ୍ ଦିଆଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ବାଲୁଗାଁ,୬।୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି...
ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍ପିସିବି ପକ୍ଷରୁ ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର କଳିଙ୍ଗନଗର...
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
ରୂପ୍ସା,୨୫ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...
ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ
ଗଞ୍ଜାମ,୧୦।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ...
ସିଏସ୍ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ
ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ...


