E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଧଳା କେଶ ପୁଣି ହେବ କଳା…
2:32 pmJune 24, 2021June 27, 2021

କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ। ଅବସାଦ ଦୂର ହେବାପରେ ଏଭଳି ସମ୍ଭବ ହେବ ବୋଲି କଲମ୍ବିଆ ବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଅବସାଦ ଯୋଗୁ ଧଳା ହୋଇଥିବା କେଶ ଉପରେ କ୍ୱାଣ୍ଟିଟେଟିଭ୍‌ ଅଧ୍ୟୟନ କରାଯାଇ ଗବେଷକ ଏହା ଜାଣି ପାରିଥିବା ରିପୋର୍ଟରେ ଦର୍ଶାଯାଇଛି। ଏହା ପୂର୍ବରୁ ହୋଇଥିବା ଗବେଷଣା ରିପୋର୍ଟରେ କୁହାଯାଇଥିଲା ଯେ, ଅବସାଦ ଯୋଗୁ କେଶ ସ୍ଥାୟୀ ଭାବେ ଧଳା ହୋଇଥାଏ। ମାତ୍ର ସମ୍ପ୍ରତି ହୋଇଥିବା ଗବେଷଣାରୁ ଜଣାପଡ଼ିଛି ଧଳା କେଶ ପୁଣି ନିଜର ଯୁବା ଅବସ୍ଥାକୁ ଫେରି କଳା ହୋଇପାରିବ। ଏହି ରିପୋର୍ଟ ଲାଇଫ୍‌ ପତ୍ରିକାରେ ପ୍ରକାଶିତ ହୋଇଛି। ବୟସ ବୃଦ୍ଧି ସହିତ ଶରୀରର ବିଭିନ୍ନ ଅଙ୍ଗ ନିଜର ସ୍ବାଭାବିକ କାର୍ଯ୍ୟକାରିତା ହରାଉଥାନ୍ତି। କିନ୍ତୁ ଏହି ଗବେଷଣାରୁ ଜଣାପଡ଼ିଛି, ସମ୍ପୃକ୍ତ ଅଙ୍ଗକୁ ପୁଣି ନିଜର ଯୁବାବସ୍ଥା ପ୍ରଦାନ କରାଯାଇ ପାରିବ। ଏଭଳି ହେଲେ ବୃଦ୍ଧାବସ୍ଥାରେ ମଣିଷକୁ ପୁଣି ଯୁବାବସ୍ଥା ପ୍ରଦାନ କରିବା ସମ୍ଭବ ହୋଇପାରିବ। ବୃଦ୍ଧାବସ୍ଥାକୁ ଏକ ସାଧାରଣ ଜୈବିକ ସ୍ଥିତ ଭାବେ ଗ୍ରହଣ କରାଯାଇଥାଏ। ଏହା ମଣିଷ ଜୀବନରେ ନିଶ୍ଚିିତ ଭାବେ ଘଟିଥାଏ। ତେବେ ବାର୍ଦ୍ଧକ୍ୟକୁ ଏଡ଼ାଇ ଦେଇ ହେବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ମେକ୍ସିକାନ୍‌ ଫ୍ରାଏଡ୍‌ ରାଇସ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ଭାତ, ୧/୪ କପ୍‌ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍‌ମା, ଗୋଟିଏ କଟା ପିଆଜ,...

ବାଏ ବାଏ ବ୍ୟାକ୍‌ ପେନ୍‌

ବାଇକ୍‌ ଚଳାଇବାବେଳେ ଆଗକୁ ଝୁଙ୍କି ରହିବା ହେଉ କି ନୂଆ ସାଇକେଲ ଚାଳକଙ୍କ ବହୁତ ବାଟ ସାଇକେଲ ଚଳାଇବା। ଅବା ଆଜିକାର ଓ୍ବାର୍କ ଫ୍ରମ୍‌ ହୋମ୍‌...

ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ...

ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ।...

ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, କୌଣସି କାର୍ଯ୍ୟ...

ପିଲାଙ୍କ ସାଥୀ ଇଣ୍ଟରନେଟ୍‌

ପୁଣି ବଢ଼ିଲା ଲକ୍‌ଡାଉନ୍‌ । ନା ସ୍କୁଲ୍‌ ନା କଲେଜ୍‌, ନା ସମ୍ଭବ ହେଉଛି ବାହାରେ ଖେଳିବା ବୁଲିବା। ଏମିତିରେ ଇଣ୍ଟରନେଟ୍‌ ପାଲଟିଯାଇଛି ପିଲାମାନଙ୍କ ସାଥୀ।...

କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ...

ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍‌ ରିଂ

ମହିଳାମାନଙ୍କୁ ଆକର୍ଷଣୀୟ ଲୁକ୍‌ ଦେବାରେ ଇୟର୍‌ ରିଂର ମଧ୍ୟ ବିଶେଷ ଭୂମିକା ରହିଥାଏ। ତେବେ ସବୁ ମହିଳାଙ୍କୁ ଯେ ସବୁ ପ୍ରକାରର ଇୟର୍‌ ରିଂ ମାନିବ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍‌ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ
Next Post Next post:
ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts