E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କରୋନା ଭାଇରସ୍‌, ଗଞ୍ଜାମ

ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
3:21 pmJune 24, 2021

ଛତ୍ରପୁର,୨୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍‌ ଥିବାରୁ ଜିଲା ଗ୍ରୀନ୍‌ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨ ବ୍ଲକ ମଧ୍ୟରୁ ଶେରଗଡ଼ ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି। ସେହିପରି ଜିଲାର ୧୮ ସହର ମଧ୍ୟରୁ ୮ ସହର ମଧ୍ୟ ସମ୍ପୂର୍ଣ୍ଣ କରୋନା ମୁକ୍ତ ରହିଛି। ଉକ୍ତ ସ୍ଥାନଗୁଡ଼ିକରେ ଜଣେ ବି କରୋନା ସଂକ୍ରମିତ ଆକ୍ଟିଭ୍‌ ନ ଥିବାବେଳେ ସମ୍ପୂର୍ଣ୍ଣ ସହର ଓ ଶେରଗଡ଼ ବ୍ଲକର ସମସ୍ତ ୯୫ ଗାଁ ଗ୍ରୀନ ଜୋନ୍‌ରେ ରହିଛି। ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସିକା, ବେଲଗୁଣ୍ଠା, ଦିଗପହଣ୍ଡି, ଗଞ୍ଜାମ, ଗୋପାଳପୁର, ହିଞ୍ଜିଳି, ପୁରୁଷୋତ୍ତମପୁର ଓ ରମ୍ଭା ସହର ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କରୋନା ଭାଇରସ୍‌, ଗଞ୍ଜାମ View All

ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଖାଁ ଖାଁ ବଡଦାଣ୍ଡ
Next Post Next post:
ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts