E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
4:38 pmJune 24, 2021

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି।
ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର। ଏହା ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ପରମାଣୁ ଓ୍ବାରହେଡ୍‌ ନେଇପାରିବ ଏବଂ ସଠିକ୍‌ ଭାବେ ଲକ୍ଷ୍ୟ ଭେଦ କରିପାରିବ । ଉତ୍‌କ୍ଷେପଣ ପରେ ନିର୍ଭୟ ମିସାଇଲ ଏୟାରକ୍ରାଫ୍ଟ ଭଳି ଉଡ଼ାଣ କରି ଶତ୍ରୁ ଉପରକୁ ଆକ୍ରମଣ କରିପାରିବ। ଭାରତୀୟ ପ୍ରତିରକ୍ଷା ଏବଂ ଗବେଷଣା ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ନିର୍ଭୟ କ୍ଷେପଣାସ୍ତ୍ରକୁ ବିକଶିତ କରିଛି। ଭାରତୀୟ ସେନାରେ ସାମିଲ ହୋଇଥିବା ଏହି ସବ୍‌ସୋନିକ କ୍ଷେପଣାସ୍ତ୍ରର ମାରଣାସ୍ତ୍ର କ୍ଷମତା ଆମେରିକାର ପ୍ରସିଦ୍ଧ ଟୋମହାଓ୍ବକ କ୍ଷେପଣାସ୍ତ୍ର ସହ ସମାନ ରହିଛି ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ...

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା...

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ...

୨୩ ଦିନରେ ୧୫୬.୬ମି.ମି ବର୍ଷା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ...

କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି...

ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ

ଦିଗପହଣ୍ଡି,୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ...

ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ

ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...

ସଙ୍କଟରେ ଇସ୍ପାତ ଶିଳ୍ପ

ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…
Next Post Next post:
ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts